ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆନନ୍ଦପୁର : ବାଇକକୁ ପଛପଟୁ ପିଟିଲା କାର୍‌, ଦୁଗ୍ଧ ବିକ୍ରି କରିବାକୁ ବାହାରିଥିଲେ ରବିନ୍ଦ୍ର
  • ||
  • ଓସ୍କାର ବିଜେତା ଗାୟିକା ଆଇରିନ କାରାଙ୍କ ଦେହାନ୍ତ, ୬୩ ବର୍ଷରେ ଦୁନିଆକୁ କହିଲେ ଅଲବିଦା
  • ||
  • IND vs NZ : ବର୍ଷାରେ ଧୋଇଗଲା ମ୍ୟାଚ୍, ୨ ଦିନିକିଆ ବାତିଲ
  • ||

ବିଜେପି ଓ କଂଗ୍ରେସ ଛାଡିଲେ ଶତାଧିକ କର୍ମୀ, ବିଧାୟକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗଦାନ

13/07/2022 at 1:54 PM

ମାହାଙ୍ଗା ୧୩।୦୭ : ମାହାଙ୍ଗା ବ୍ଲକ ମଉଦା ପଞ୍ଚାୟତରେ ମିଶ୍ରଣ ପର୍ବ । ବିଜେଡିରେ ମିଶିଲେ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ । ନିଜ ନିଜ ଦଳର କାର୍ଯ୍ୟରେ ଅସନ୍ତୁଷ୍ଟ ହୋଇ ଏମାନେ ବିଜେଡିରେ ମିଶିଛନ୍ତି । ବିଧାୟକ ପ୍ରତାପ ଜେନାଙ୍କ ଉପସ୍ଥିତିରେ ୧୦୦ରୁ ଅଧିକ କର୍ମୀ ବିଜୁ ଜନତା ଦଳରେ ଯୋଗଦେଇଛନ୍ତି।

ସେହିପରି ମୁଖ୍ୟମନ୍ତ୍ରୀଙ୍କ ସ୍ୱଚ୍ଛ ଶାସନ ଓ ମାହାଙ୍ଗାରେ ହେଉଥିବା ବିକାଶମୂଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗଦେଇଥିବା କର୍ମୀମାନେ କହିଛନ୍ତି । ସମସ୍ତ କର୍ମୀଙ୍କୁ ବିଧାୟକ ପ୍ରତାପ ଜେନା ସ୍ବାଗତ କରିବା ସହ ପଞ୍ଚାୟତର ସମସ୍ତ ସମସ୍ୟା ଓ ଏସଏସ୍‌ଜିକୁ ସୁଦୃଢ କରିବା ପାଇଁ ଆହ୍ବାନ ଦେଇଛନ୍ତି ।

   Related Posts