SHG ମହିଳାଙ୍କ ପାଇଁ ଗଠନ ହେବ ସ୍ଵତନ୍ତ୍ର ପାଣ୍ଠି, ରିପୋର୍ଟ କାର୍ଡ ପ୍ରଦାନ ଅବସରରେ ମିଶନ ଶକ୍ତି ସଚିବଙ୍କ ସୂଚନା

ଭୁବନେଶ୍ୱର ୨୭।୦୫ : ମିଶନ ଶକ୍ତି ବିଭାଗର ରିପୋର୍ଟ କାର୍ଡ ପ୍ରଦାନ ଅବସରରେ ମିଶନ ଶକ୍ତି ସଚିବଙ୍କ ସୂଚନା। SHG ମହିଳାଙ୍କ ପାଇଁ ଗଠନ ହେବ ସ୍ଵତନ୍ତ୍ର ପାଣ୍ଠି। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି- CMRF ଢାଞ୍ଚାରେ ଗଠନ ହେବ ଏହି ପାଣ୍ଠି। କୌଣସି ମହିଳା ରୋଗଗ୍ରସ୍ତ, ଦୁର୍ଘଟଣାର ଶିକାର ହେଲେ କିମ୍ବା ମୃତ୍ୟୁମୁଖରେ ପଡ଼ିଲେ, ଏହି ପାଣ୍ଠିରୁ ସେମାନଙ୍କୁ ଆର୍ଥିକ ସହାୟତା ଦିଆଯିବ। ୩-୪ ମାସ ମଧ୍ୟରେ ଏହି ଫଣ୍ଡ କାର୍ଯ୍ୟକାରୀ ହେବ। ଏହି ସୂଚନା ଦେଇଛନ୍ତି … Continue reading SHG ମହିଳାଙ୍କ ପାଇଁ ଗଠନ ହେବ ସ୍ଵତନ୍ତ୍ର ପାଣ୍ଠି, ରିପୋର୍ଟ କାର୍ଡ ପ୍ରଦାନ ଅବସରରେ ମିଶନ ଶକ୍ତି ସଚିବଙ୍କ ସୂଚନା