ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଫିଲ୍ମରେ ଆକ୍ସନ ସିନ୍ ଶୁଟିଂ କଲା ବେଳେ ଆହତ ହେଲେ ଅକ୍ଷୟ କୁମାର
  • ||
  • ଅମ୍ରିତପାଲକୁ ଘରେ ଲୁଚାଇ ରଖିଥିବା ମହିଳା ବଲଜିତ କୌର ହରିଆଣାରୁ ଗିରଫ, ବଲଜିତ କହିଲା, ପଗଡ଼ି ପିନ୍ଧୁନି ଅମ୍ରିତପାଲ, ବଦଳାଇଛି ରୂପ
  • ||
  • ସିବିଆଇ ତଦନ୍ତ ପାଇଁ ୯ ରାଜ୍ୟ ପ୍ରତ୍ୟାହାର କରିଛନ୍ତି ଜେନେରାଲ୍ କନସେଣ୍ଟ: ରାଜ୍ୟସଭାରେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହଙ୍କ ସୂଚନା
  • ||
  • ଦିଲ୍ଲୀ ହିଂସା ୨୦୨୦: ଆପ୍‌ ନେତା ତାହିର ହୁସେନ୍‌ଙ୍କ ସମେତ ୧୦ ଜଣଙ୍କ ନାଁରେ ଅଭିଯୋଗ ସ୍ଥିର କଲେ କୋର୍ଟ
  • ||
  • ନୂଆଦିଲ୍ଲୀ: ମହାରାଷ୍ଟ୍ର, ଗୁଜରାଟ, କେରଳ, କର୍ଣ୍ଣାଟକ, ତାମିଲନାଡୁ, ଦିଲ୍ଲୀ, ହିମାଚଳ ପ୍ରଦେଶ ଏବଂ ରାଜସ୍ଥାନରେ ସବୁଠୁ ଅଧିକ କରୋନା ମାମଲା ଚିହ୍ନଟ ହେଉଛି
  • ||
  • ନୂଆଦିଲ୍ଲୀ:‘କରୋନା ଏବେ ବି ଶେଷ ହୋଇ ନାହିଁ’, ଦେଶର ୮ ରାଜ୍ୟରେ ଚିହ୍ନଟ ହେଉଛି ଅଧିକ ମାମଲା ସୂଚନା ଦେଲେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ
  • ||
  • ରାଉରକେଲା : ଡିଭାଇଡର୍‌ରେ ପିଟିହେଲା ବାଇକ୍, ୨ ଯୁବକଙ୍କ ମୃତ୍ୟୁ
  • ||
  • ଭୁବନେଶ୍ବର : ତୃଣମୂଳସ୍ତରରୁ ସଙ୍ଗଠନକୁ ସୁଦୃଢ଼ କରିବା ସହ ବିଜେଡ଼ିର ବିକଳ୍ପ ହେବ ଦଳ : ସମୀର ମହାନ୍ତି
  • ||
  • ନୂଆପଡା : ନୂଆପଡାରେ ଥମୁନି ବାଘ ଆତଙ୍କ, ବାଛୁରୀକୁ ମାରି ଖାଇଲା କଲରାପତରିଆ
  • ||
  • ଭୁବନେଶ୍ବର : ସ୍ପେଶାଲ ସ୍କ୍ବାଡ୍ ପଞ୍ଝାରେ ୩ ଡକାୟତ, ଘରେ କେହି ନଥିବା ବେଳେ କରୁଥିଲେ ଲୁଟ୍
  • ||

ବଢ଼ିଲା ବିଧାୟକଙ୍କ ଅଡ଼ୁଆ, ସୋମାଲିକାଙ୍କ ଏତଲା ପଞ୍ଜିକରଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

3/02/2023 at 10:42 AM

ଜଗତସିଂହପୁର ୦୩/୦୨: ଗତ ୮ ମାସ ପରେ କୁହୁଳିଛି ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଓ ତାଙ୍କ ପ୍ରେମିକା ସୋମାଲିକା ଦାସଙ୍କ ବିବାହ ବିବାଦ । ପୁଣି ସୃଷ୍ଟି ହୋଇଛି ବିବାଦ ।

ହାଇକୋର୍ଟଙ୍କ ନିର୍ଦେଶ କ୍ରମେ ସୋମାଲିକା ଗତକାଲି ବିଳମ୍ବିତ ରାତିରେ ଜଗତସିଂହପୁର ସଦର ଥାନାରେ ବିଜୟ ଶଙ୍କରଙ୍କ ନାଁରେ ସାନି ଏତାଲା ଦେଇଛନ୍ତି । ପୂର୍ବରୁ ସେ ଦେଇଥିବା ଏତଲାକୁ ଭିତ୍ତି କରି ପୋଲିସ କେଶ ଦାୟର କରି ନଥିବାର ଅଭିଯୋଗ କରି ସୋମାଲିକା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।

ପୋଲିସ ସୋମାଲିକାଙ୍କ ସାନି ଏତଲାକୁ ଗ୍ରହଣ କରିବା ସହିତ ମକଦମା ରୁଜୁ କରିବାକୁ ହାଇକୋର୍ଟ ନିର୍ଦେଶ ଦେବା ପରେ ଜଗତସିଂହପୁର ପୋଲିସ ଏହାକୁ ଗୁରୁତର ସହକାରେ ନେବା ସହ ଏତାଲାକୁ ଗ୍ରହଣ କରିଛି । ଅନ୍ୟପଟେ ପୂର୍ବ ଏତାଲାକୁ ଭିତ୍ତି କରି ଗୋଟିଏ କେଶ ରୁଜୁ ହୋଇଥିବାର ଜଗତସିଂହପୁର ଥାନା ଅଧିକାରୀ କହିଛନ୍ତି । ଶୁକ୍ରବାର ସୋମାଲିକାଙ୍କୁ ପୁନର୍ବାର ଥାନାକୁ ଡକା ଯାଇ ଅଧିକ ତଦନ୍ତ ହେବ ବୋଲି ପୋଲିସ ସୁତ୍ରରୁ ଜଣାଯାଇଛି ।

   Related Posts