ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ମଙ୍ଗଳବାର ଅପରାହ୍ନ ୨ଟା ପର୍ଯ୍ୟନ୍ତ ଗଡ଼ିବନି ‘ମୋ ବସ୍’

9/03/2020 at 10:13 PM

ଭୁବନେଶ୍ବର୯/୩: ମଙ୍ଗଳବାର ଅପରାହ୍ନ ୨ଟା ପର୍ଯ୍ୟନ୍ତ ଗଡ଼ିବନି ‘ମୋ ବସ୍’ । ଅପରାହ୍ନ ୨ଟା ପରେ ପୁଣି ସ୍ୱାଭାବିକ୍ ହେବ ବସ୍ ସେବା । ରଙ୍ଗର ପର୍ବ ହୋଲି ପାଇଁ ମଙ୍ଗଳବାର ଅପରାହ୍ନ ୨ଟା ଯାଏଁ ଗଡିବନି ‘ମୋ ବସ’ । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି କ୍ରୁଟ୍ । ଏହା ସହ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ୍ ପାସ୍ କାଉଣ୍ଟର ମଧ୍ୟ ବନ୍ଦ ରହିବ ।

   Related Posts