vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ଆସନ୍ତା ମେ ୨୬ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

19/05/2018 at 8:09 AM

ଆସନ୍ତା ମେ ୨୬ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି | ପ୍ରଧାନମନ୍ତ୍ରୀ ହେବା ପରେ ପଞ୍ଚମ ଥର ପାଇଁ ଓଡିଶା ଆସୁଛନ୍ତି ମୋଦି | ମୋଦି ସରକାରଙ୍କ ୪ବର୍ଷ ପୂର୍ତ୍ତି ଅବସରରେ ଓଡିଶା ଆସୁଛନ୍ତି ମୋଦି | ପ୍ରଧାନମନ୍ତ୍ରୀ ଗସ୍ତ ନେଇ ସୂଚନା ଦେଇଛନ୍ତି ରାଜ୍ୟ ପ୍ରଭାରୀ ଅରୁଣ ସିଂହ | ଓଡିଶା ପ୍ରତି ମୋଦିଙ୍କ ଭଲପାଇବା ଅଛି, ଦେଶବାସୀ ମୋଦିଙ୍କୁ ହୃଦୟର ସହ ମାନୁଛନ୍ତି ସେଥିପାଇଁ ପ୍ରଧାନମନ୍ତ୍ରୀ ଓଡିଶା ଆସୁଥିବା କହିଛନ୍ତି ଅରୁଣ ସିଂହ |

Leave a Reply

   Related Posts