Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ସୋମବାର ରାଶିଫଳ: ବନ୍ଧୁ ପରିଜନଙ୍କ ଠାରୁ ସହଯୋଗ ମିଳିବ, ମନରେ ଅସ୍ଥିରତା ଲାଗି ରହିବ

19/12/2021 at 6:43 PM

ମେଷ – ସମାଜରେ ନୂତନ ପରିଚୟ ସୃଷ୍ଟି କରିବାର ସୁଯୋଗ ପାଇବେ । କୃଷକମାନେ ଚାଷ କାର୍ଯ୍ୟରେ ବ୍ୟସ୍ତ ରହିବେ ଆଜି ଦିନଟି ଆପଣଙ୍କ ପାଇଁ ଶୁଭ ଧର୍ମ କାର୍ଯ୍ୟରେ ମନନିବେଶ କରିବେ । ବ୍ୟବସାୟରେ ସଫଳତା ପାଇବେ । ଲକ୍ଷ୍ୟ ରଖି କାର୍ଯ୍ୟ କରନ୍ତୁ ।
• ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ବନ୍ଧୁପରିଜନଙ୍କ ଠାରୁ ସହଯୋଗ ମିଳିବ, ମନରେ ଅସ୍ଥିରତା ଲାଗି ରହିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ରହିବ । କର୍ମଜୀଵିମାନେ କାର୍ଯ୍ୟରେ ସାମାନ୍ୟ ସଫଳହେବେ । ଆଜିର ଦିନଟି ଆପଣଙ୍କ ପାଇଁ ଉତ୍ତମ । ଯାତ୍ରା ସମୟରେ ମାଦୁର୍ଗାଙ୍କୁ ସୁମରଣା କରି ବାହାରନ୍ତୁ ।
• ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ମିଥୁନ -ପରିବାରରେ ଅଯଥା ଖର୍ଚ୍ଚ ଦୃଦ୍ଧି ପାଇବ । କୃଷକମାନେ କ୍ଷତିରେ ପଡିପାରନ୍ତି ଜଗି ରଖି କାମ କରନ୍ତୁ । ବନ୍ଧୁମାନଙ୍କର ପରାମର୍ଶ ଓ ସହଯୋଗ ମିଳିବ ।ଛାତ୍ରଛାତ୍ରୀ ପାଠପଢାରେ ମନ ଦେବେ। ଅନଲାଇନ ବିଦ୍ୟା ଗ୍ରହଣ କରିବେ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ-ଆଜିକିଛି ଦିନ ସତର୍କରୁହନ୍ତୁ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କର୍କଟ -ଭାବୁଥିବା କାମକୁ ନେଇ ଶୁଭ ଖବର ମିଳିବ, ଆର୍ଥିକ ସ୍ଥିତିର ଉନ୍ନତି ହେବ।ଚାଷୀମାନଙ୍କର କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ। ଜଳବାୟୁ ବିଷୟରେ ସଠିକ ବିବରଣୀ ନିଅନ୍ତୁ। ଘରୁ ବାହାରିବା ସମୟରେ ଦ୍ୱାରବନ୍ଧକୁ ପ୍ରଣାମ କରି ବାହାରନ୍ତୁ ।
• ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

ସିଂହ -ଆଜିର ଦିନଟି ଚାଷୀ ପାଇଁ ମଙ୍ଗଳ ହେବ । ଅଧା ରହିଥିବା କାର୍ଯ୍ୟକୁ ପୁର୍ଣ କରିବା ପାଇଁ ଆପଣଙ୍କୁ ସୁଯୋଗ ମିଳିବ । ବ୍ୟବସାୟୀମାନେ ସଫଳତା ପାଇବେ ।ଘରୁ ବାହାରିବା ସମୟରେ ମନ୍ଦାର ଫୁଲ ସାଙ୍ଗରେ ଧରି ଯାତ୍ରା କରନ୍ତୁ ମଙ୍ଗଳ ହେବ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ଅର୍ଥ ହାନୀହେବ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ସୁଖଭାରା ଦିନଟି ।

କନ୍ୟା -ଗୃହିଣୀମାନେ ଧର୍ମ କାର୍ଯ୍ୟରେ ମନ ଦେବେ । ଚାଷୀମାନେ ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ। କୀଟନାଶକର ସଠିକ ସମୟରେ ବ୍ୟବହାର କରନ୍ତୁ।କର୍ମଜୀବିମାନେ କାର୍ଯ୍ୟରେ ବ୍ୟସ୍ତ ରହିବେ କର୍ମକ୍ଷେତ୍ରରେ ଉନ୍ନତି ମିଳିବ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେରହିବେ ।
• ବ୍ୟବସାୟୀ-ହାତକୁ ଆସୁଥିବାଡିଲ୍‌, ପଳେଇ ଯାଇପାରେ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ତୁଳା -ପାରିବାରିକ ବୁଝାମଣା ଭଲ ରହିବ, ଆର୍ଥିକ ଲାଭର ସୁଯୋଗ ଆସିବ ପୁରାଦିନ ମନରେ ଉତ୍ସାହ ଭରି ରହିବ, ଦେହ, ମନ ଭଲ ରହିବ ନାହିଁ ଆର୍ଥିକ ଓ ପାରିବାରିକ ସ୍ଥିତିକୁ ନେଇ ଖୁସି ରହିବେ ଆପଣଙ୍କ ଆତ୍ମବିଶ୍ବାସର ସ୍ତର ଉଚ୍ଚା ରହିବ।ନୂଆ କାମ ନେଇ ବିଚାର କରିବା ଲାଗି ଦିନଟି ଭଲ। ବନ୍ଧୁ ସାହାଯ୍ୟ ସହଯୋଗର ହାତ ବଢ଼ାଇବେ।
• ଚାଷୀ-ଜମିର ଉର୍ବରତା ପାଇଁ ଜୈବିକସାରର ବ୍ୟବହାର କରନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ବିଛା – ବ୍ୟବସାୟୀମାନଙ୍କର ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ।ଗୃହିଣୀମାନେ ଧର୍ମ କାର୍ଯ୍ୟରେ ମନଦେଇ କାର୍ଯ୍ୟ କରିବେ ଧୈର୍ଯ୍ୟ ନ ହରାଇ ପୁନଃଚେଷ୍ଟା କରିପାଇପାରିବେ । ଗୃହିଣୀମାନେ କାର୍ଯ୍ୟ କରି ପ୍ରଶଂସିତ ହେବେ କାର୍ଯ୍ୟରେ ଅବହେଳା କରିବେ ନାହିଁ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।

ଧନୁ -କୃଷକମାନଙ୍କର ଋଣ କ୍ଷେତ୍ରରେ ଆଶାନୁରୂପ ଫଳ ପାଇପାରନ୍ତି । ସ୍ୱାସ୍ଥ୍ୟ ଦୃଷ୍ଟିରୁ ଆଜିର ଦିନଟି ଭଲ ରହିବ ନାହିଁ, ଭାବୁଥିବା ବା ଅଧା ରହିଯାଇଥିବା କାର୍ଯ୍ୟ ପରିପୂର୍ଣ ହେବ । ରୋଗୀମାନେ ଅସାଧ୍ୟ ରୋଗରୁ ମୁକ୍ତ ହୋଇ ସାମାନ୍ୟ ସୁସ୍ଥ ଅନୁଭବ କରିବେ। ମାପାର୍ବତୀଙ୍କୁ ପୁଷ୍ପ ଅର୍ପଣ କରନ୍ତୁ ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀହେବ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ମକର-ଗୃହିଣୀମାନେ କାର୍ଯ୍ୟରେ ବ୍ୟସ୍ତ ରହିବେ । ଛାତ୍ରଛାତ୍ରୀ ପାଠପଢା ପ୍ରତି ସଜାଗ ରହିବେ। ପରିବାରର ଶାନ୍ତି ପାଇଁ ଘରଚାରି ପଟେ ନାଲି ସିନ୍ଦୁର ସିଞ୍ଚନ କରନ୍ତୁ ।ସମାଜରେ ପ୍ରତିଷ୍ଠିତ ହେବାରୁ ସୁଯୋଗ ମିଳିବ ।
• ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌କୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
• ରୋଗୀ-ସାମାନ୍ୟସୁସ୍ଥ ଅନୁଭବ କରିବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

କୁମ୍ଭ- ଦୂରସ୍ଥାନକୁ ଯାତ୍ରା କରିବାର ସୁଯୋଗ ପାଇବେ ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ ।ପୁରାଦିନ ବ୍ୟସ୍ତତା ମଧ୍ୟରେ କଟିବ ଧିର ସ୍ଥିର ହୋଇ ସଂଯମତା ରଖି କଥା କୁହନ୍ତୁ, ପୁରାଦିନ ସତର୍କ ରୁହନ୍ତୁ ।ରୋଗୀମାନେ ରୋଗରୁ ମୁକ୍ତ ହୋଇପାରନ୍ତି ବ୍ୟାୟାମ କରିବା ଉଚିତ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୟାରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟତତ୍ପର ରହିବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ମୀନ -ଭଲକାମ କରି ମଧ୍ୟ ସମାଲୋଚିତ ହେବାକୁ ପଡିପାରେ ଅନ୍ୟକୁ ବିଶ୍ବାସ କରନ୍ତୁ ନାହି । କୌଣସି ସ୍ବାସ୍ଥ୍ୟ ସମ୍ବନ୍ଧୀୟ କାମର ଯୋଜନା କରିବେ।ବ୍ୟବସାୟରେ ଆଶାଠୁଁ ଅଧିକ ଲାଭ ପାଇବେ। ଜୀବନସାଥୀଙ୍କର ପ୍ରେମ ଓ ସୁଖପାଇବେ।ଗୃହିଣୀମାନେ ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।

   Related Posts