ସୋମବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | August 16, 2020 IST

ମେଷ – ଆଜି ପୂର୍ଣ୍ଣାତିଥି ତ୍ରୟୋଦଶୀ ଚନ୍ଦ୍ର ଭାଗ୍ୟସ୍ଥାନକୁ ଦେଖୁ ଥିବାରୁ କୋଣସି କାମ ଅପୂର୍ଣ୍ଣ ରହିବ ନାହିଁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ବୃଷ – ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ । କର୍ମ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ଯୋଗୁ ବିଚଳିତ ବୋଧ କରିପାରନ୍ତିା ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମିଥୁନ - ଶନିଦୃଷ୍ଟି ରବି ଓ ବୁଧ ପ୍ରଭାବରେ ଅର୍ଥ ସାହାର୍ଯ୍ୟ ଦେବା ସକାଶେ ବନ୍ଧୁ ପ୍ରତିଶ୍ରୁତି ଦେଇ ଶେଷରେ ନାସ୍ତିସୂଚକ କଥା କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

କର୍କଟ – ରାହୁଯୁକ୍ତ ଶୁକ୍ର ପ୍ରଭାବରେ ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ସିଂହ – ବ୍ୟୟଭାବସ୍ଥ ଧନାଧିପ ଯୋଗୁ ଅଭାବ ଅନଟନ ମଧ୍ୟରେ ନିଜକୁ ଅଣନିଃଶ୍ୱାସୀ ମନେ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

କନ୍ୟା – କର୍ମସ୍ଥ ପାପଗ୍ରହଜନିତ ସମସ୍ତ କାମ ବହୁତ ଝିନ୍ ଝଟ ମଧ୍ୟରେ ହିଁ ସମ୍ପନ୍ନ ହେବ । ଚିତ୍ରା ନକ୍ଷତ୍ରର ବାଦବିବାଦ କ୍ରମେ ଜଟିଳ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

ତୁଳା – କର୍ମାଧିପ ଅଷ୍ଟମଭାବସ୍ଥ ଯୋଗୁଁ ପରିସ୍ଥିତି ଜଟିଳ ହେଲେ ମଧ୍ୟ ଆପଣଙ୍କ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ବିଛା – ପ୍ରତ୍ୟେକ କ୍ଷେତ୍ରରେ ସବୁ ଆଡକୁ ନଜର ଦେଇ କାମ କରିବା ଭଲ ହେବ । ବିବାଦୀୟ ଘଟଣା ଟିକିଏ ଜଟିଳ ଆଡକୁ ଗତି କରିବାର ସୂଚନା ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ଧନୁ – ବିପରୀତ ରାଜ ଯୋଗ ପ୍ରଭାବରୁ ମାନସିକ ସ୍ଥିତି ସୁଦୃଢ ରହିବ ଓ କାମ ହାସଲରେ କିଛି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

ମକର – ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧିପାଇବା ଯୋଗୁ ମାନସିକ ଭାରସାମୟ ହରାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କୁମ୍ଭ - କର୍ମାଧିପ ଧନସ୍ଥ ହେତୁ ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ । ଚନ୍ଦ୍ରଙ୍କ ଶୁଭ ପ୍ରଭାବରେ ଦୃଢ ମନୋବଳ ଯୋଗୁ ବହୁ ବିପଦରୁ ରକ୍ଷା ପାଇବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ମୀନ - ଶୁକ୍ର ପାପଗ୍ରହ ରାହୁ ଯୁକ୍ତ ହେତୁ ବନ୍ଧୁମାନଙ୍କ ସହ ଭୁଲ୍ ବୁଝାମଣା ସୃଷ୍ଟି ହେବାର ଆଶଙ୍କା ରହିଛି । ଶୁଭ ରଙ୍ଗ ୟେଲୋ । ଶୁୃଭ ଅଙ୍କ ୩ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.