ସୋମବାର ରାଶିଫଳ: ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ, ଐଶ୍ୱର୍ଯ୍ୟପ୍ରାପ୍ତିର ସୁଯୋଗ

Published By : Prameya-News7 Bureau | October 03, 2021 IST

ମେଷ – ମନ ପ୍ରସନ୍ନ ରହିିବ । ଈଶ୍ୱର ବିଶ୍ୱାସି ହେବେ । କଥାବାର୍ତ୍ତା ମଧୁରପୂର୍ଣ୍ଣ ଏବଂ ମେଳାପୀ ପ୍ରକୃତିର ହୋଇପାରନ୍ତି । ଥଣ୍ଡା-କଫରେ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ଅର୍ଥ ମିଳିବ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ସୁଖ-ସମ୍ମାନ ଲାଭ କରିପାରନ୍ତି । ଭାଗ୍ୟଶାଳୀ, ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସୁସ୍ୱାଦୁ ଭୋଜନ ମିଳିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
• ଗୃହିଣୀ- ସୁଖ ଅନୁଭବ କରିବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।

ମିଥୁନ - ବିଷ୍ଣୁ ପଞ୍ଜରୀ ସୁଖ ଅନୁଭବ କରିପାରନ୍ତି । ଐଶ୍ୱର୍ଯ୍ୟପ୍ରାପ୍ତିର ସୁଯୋଗ ଅଛି । ମାଲି-ମୋକଦ୍ଦମାରେ ବିଜୟୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସୁସ୍ୱାଦୁ ଭୋଜନ ମିଳିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ – କର୍ମ ଚଞ୍ଚଳ ରହିବେ । ଥଣ୍ଡା-କଫଜନିତ ସାମାନ୍ୟ ପୀଡା ଅନୁଭବ କରିପାରନ୍ତି । ନିରୋଳାରେ ସମୟ ଅତିବାହିତ କରିପାରନ୍ତି । ମଧୁର ବଚନ କହି ଶତ୍ରୁଜୁ ବଶକରି ପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।
• ଗୃହିଣୀ- ସୁଖ ଅନୁଭବ କରିବେ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ସିଂହ – ସାଧନା ଫଳବତୀ ହେବ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାହଧନ ପ୍ରାପ୍ତ ହେବାର ସୂଚନା ମିଳୁଛି । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୩ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କନ୍ୟା – ପରୋପକାରୀ ଓ କୁଳପ୍ରଦୀପ ହେବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ବିଦ୍ୟାର୍ଥୀମାନେ କୃତକାର୍ଯ୍ୟ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
• ଗୃହିଣୀ- ସୁଖୀ ହେବେ ।
• ବ୍ୟବସାୟୀ- ସଫଳତା ମିଳିବ ।
• କର୍ମଜୀବି- ସହଯୋଗ ମିଳିବ ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ତୁଳା – ଭାଗ୍ୟଶାଳୀ ହୋଇପାରନ୍ତି । ବିଳାସ-ବ୍ୟସନରେ ଦିନଟି ଅତିବାହିତ କରିପାରନ୍ତି । ସମାଜସେବା ଓ ପରୋପକାରରେ ମନୋନିବେଶ କରିବେ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୩ ।
• ଗୃହିଣୀ- ପରକୁ ଆପଣାର କରିବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ବିଛା – ସୁସ୍ଥ ଓ ନିରାମୟ ରହିବେ । କୀର୍ତ୍ତିମାନ୍‌ ହୋଇ ପାରନ୍ତି । ସରକାରଙ୍କ ପ୍ରିୟ ପାତ୍ର ଏବଂ ବିବାଦୀୟ ଘଟଣାରେ ବିଜୟୀ ହେବେ । ପ୍ରତ୍ୟେକ କାର୍ଯ୍ୟରେ ସତର୍କ ରହିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।

ଧନୁ – ସ୍ନେହୀ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ । ବ୍ୟବସାୟ ଲାଭଜନକ ହେବ । ସମାଜସେବା ଓ ପରୋପକାରରେ ନିଜକୁ ନିୟୋଜିତ କରିପାରନ୍ତି । ଅନାବଶ୍ୟକ ଖର୍ଚ୍ଚ କରିବେ । । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
• ଗୃହିଣୀ- ସଦିଚ୍ଛା ଭାବ ରହିବ ।
• ବ୍ୟବସାୟୀ- ନୂଆ ଡିଲ୍‌ ମିଳିବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ମକର – ବିଚାର ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ପ୍ରମୋଦହୀନ ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୪ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

କୁମ୍ଭ- କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ଧାର୍ମିକ ଓ ତେଜସ୍ୱୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୯ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• କର୍ମଜୀବି- ପ୍ରମୋସନ୍‌ ମିଳିବ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।

ମୀନ - ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ଉତ୍ତମ ବ୍ୟକ୍ତିତ୍ୱସମ୍ପନ୍ନ ହେବେ । କୃଷି କର୍ମକାରୀ ହେବେ । ଭଗବତ୍‌ ଓ ଈଶ୍ୱର ବିଶ୍ୱାସୀ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ଞ୍ଜ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.