ସୋମବାର ରାଶିଫଳ: ଜାଣନ୍ତୁ କେମିତି କଟିବ କାଲିର ଦିନ

Published By : Prameya-News7 Bureau | September 12, 2021 IST

ମେଷ–ମଘା ଓ ଉତ୍ତରା ଫାଲ୍ଗୁନୀ ନକ୍ଷତ୍ର ଜାତ ବ୍ୟକ୍ତି ବାଧା, ବିଘ୍ନକୁଏଡାଇ ଆଗକୁବଢିବେ । କାର୍ଯ୍ୟ ହାସଲ କରିବାରେ ସକ୍ଷମ ହେବେ । ସୁଖ-ସମ୍ମାନ ଲାଭକରିବେ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୮ ।
• ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତହେବେ ।
• ଛାତ୍ରଛାତ୍ରୀ- ବିଜ୍ଞହେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ-ସୁଖଭରା ଦିନଟି ।

ବୃଷ–ଉତ୍ତରାଷାଢା ବ୍ୟକ୍ତିମାନେ ଶୁଭଫଳ ପାଇପାରିବେ । ପାରିବାର ସୁଖ ପ୍ରାପ୍ତ କରିବେ । ବ୍ୟବସାୟ ଲାଭଜନକ ହେବ ନାହିଁ । ବୃତ୍ତିଗତ ସମସ୍ୟା ଦେଖା ଦେଇ ପାରେ । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୧ ।
• ଚାଷୀ-ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ପରକୁ ଆପଣାର କରିବେ ।

ମିଥୁନ - ଆର୍ଦ୍ରା ନକ୍ଷତ୍ରଜାତ ବ୍ୟକ୍ତିଙ୍କ ପାଇଁ ଯାତ୍ରା ଅନୁକୂଳ ରହିଛି ।ବନ୍ଧୁମିଳନର ସୁଯୋଗ ଅଛି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । କାର୍ଯ୍ୟରେ ସଫଳତା ଲାଭ କରିବେ ।ବ୍ୟବସାୟ ଲାଭଜନକ ହେବ । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୭ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ସ୍ୱକାର୍ଯ୍ୟକ ରିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ଧାର୍ମିକ ହେବେ ।

କର୍କଟ– ପୁଷ୍ୟା ନକ୍ଷତ୍ରଜାତ ବ୍ୟକ୍ତି ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ପାଇବେ । ପରୋପକାରୀ ହେବେ । ଧର୍ମ ଭାବନାରୁ ଶାନ୍ତି ମିଳିବ । ଶତ୍ରୁ ନାଶ କରିବାରେ ସିଦ୍ଧହସ୍ତ ହେବେ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୨ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟତତ୍ପର ରହିବେ ।
• ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ମିତ୍ରସୁଖ ପାଇବେ ।

ସିଂହ –ଅଶ୍ୱିନୀ ଓ କୃର୍ତ୍ତିକା ନକ୍ଷତ୍ର ଜାତବ୍ୟକ୍ତି ଧୈର୍ଯ୍ୟର ପୁରସ୍କାର ପାଇବେ ।ସେବାରେ ନିୟୋଜିତ ହୋଇପାରନ୍ତି । ପୂଜା ପଦ୍ଧତିରେ ସମୟ ଦେବେ । ପରାମର୍ଶଦାତା ହେବେ । ଧର୍ମକ୍ରିୟାରତ ହେବେ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୩ ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା–ଅନୁରାଧା ନକ୍ଷତ୍ରଜାତ ବ୍ୟକ୍ତିଙ୍କର କର୍ମତତ୍ପରତା ପ୍ରକାଶ ପାଇବ । ଅର୍ଥ ପ୍ରାପ୍ତିର ସୁଯୋଗ ଅଛି । ଉନ୍ନତି ପଥରେ ଆଗକୁ ବଢି ପାରନ୍ତି । ଚିତ୍ରା ଓ ବିଶାଖା ନକ୍ଷତ୍ର ଜାତବ୍ୟକ୍ତିଙ୍କର ସାମାନ୍ୟ ଶୁଭ । ଶୁଭରଙ୍ଗ ଗାଢ ଗ୍ରୀନ୍‌ । ଶୁଭ ଅଙ୍କ ୩ ।
• ଚାଷୀ-ଜମିରଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

ତୁଳା–ସ୍ୱାତୀ ନକ୍ଷତ୍ରଜାତ ବ୍ୟକ୍ତି ଶତ୍ରୁକୁ ପରାସ୍ତ କରି ମାନସିକ ଶାନ୍ତି ଫେରି ପାଇବେ ।ସବଳ ଗୁଣଯୁ୍‌କ୍ତ ସୁଖୀ ଓ କାବ୍ୟ ଶାସ୍ତ୍ରାନୁରକ୍ତ ହେବେ ।ବିବାଦୀୟ ଘଟଣାରେ ବିଜୟୀ ହେବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୪ ।
• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟତତ୍ପର ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସଦିଚ୍ଛାଭାବ ରହିବ ।

ବିଛା–ଉତ୍ତରାଫାଲ୍ଗୁନୀ ଓ ହସ୍ତା ନକ୍ଷତ୍ରଜାତ ବ୍ୟକ୍ତି ଗୃହ କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ ।ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । କୃଷିକ୍ଷେତ୍ର ଉପରେ ଧ୍ୟାନ ଦେବେ । ଯାନବାହନ ସୁଖ ମିଳିପାରେ । ଶୁଭରଙ୍ଗ କଫି । ଶୁଭ ଅଙ୍କ ୬ ।
• ଚାଷୀ-କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭହେବ ।
• ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।

ଧନୁ –ମୂଳା ଓ ଉତତ୍ତରାଷାଢା ଓ ଶ୍ରାବଣା ନକ୍ଷତ୍ର ଜାତବ୍ୟକ୍ତି ପରିବାର ସହିତ ଶାନ୍ତି, ଶୃଙ୍ଖଳାରେ ସମୟ ବିତାଇ ପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଖର୍ଚ୍ଚ ପରିମାଣ ଆୟଠାରୁ ଅଧିକହେବ । ଶୁଭରଙ୍ଗ ପିଚ୍‌ । ଶୁଭ ଅଙ୍କ ୭ ।
• ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- ସଫଳତା ହାତଛଡା ହୋଇଯିବ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।

ମକର–କୃତ୍ତିକା ଓ ରୋହିଣୀ ନକ୍ଷତ୍ର ଜାତବ୍ୟକ୍ତି ମନ ମୁତାବକ କାର୍ଯ୍ୟ କରି ଖୁସି ହୋଇପାରନ୍ତି । ଦେବଦ୍ୱିଜ ଭକ୍ତ ହେବେ । ମନୋଜ୍ଞ ହେବେ ।ସକଳଶାସ୍ତ୍ରଜ୍ଞତା, ବ୍ରତକର୍ତ୍ତା ହେବେ । ଶୁଭରଙ୍ଗ ଗାଢଲାଲ୍‌ । ଶୁଭ ଅଙ୍କ ୫ ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ -ଶତଭିକ୍ଷା ନକ୍ଷତ୍ରଜାତ ବ୍ୟକ୍ତି ପରିସ୍ଥିିତି ପ୍ରତି ସଜାଗ ରହିଲେ ବିପଦ ଦୂରେଇ ଯିବ । ଆୟ ଯଥେଷ୍ଟ ପରିମାଣର ହେବ । ସଙ୍ଗୀତ ପ୍ରିୟ ହେବେ । ଉପଯୁକ୍ତ କର୍ମାନୁରକ୍ତ ହେବେ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୯ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

ମୀନ - ଉତ୍ତରଭାଦ୍ରପଦ ନକ୍ଷତ୍ରଜାତ ବ୍ୟକ୍ତି କାର୍ଯ୍ୟକରିବା ପୂର୍ବରୁବିଚାର -ଆଲୋଚନା କରି ସଫଳତା ମିଳିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଆର୍ଥିକ ସ୍ଥିତିରେ ଢେର ଉନ୍ନତି ଘଟିବ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
• ଚାଷୀ-ଜଳସଞ୍ଚୟ କରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.