vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ୟୁକ୍ରେନରେ ଋଷର ଘନଘନ ଆକ୍ରମଣ, ଲୁହାଂସ୍କକୁ କବଜା କଲା ପୁଟିନ ସେନା
  • ||
  • ସେୟାର ବଜାରରେ ଉତ୍ସାହ : ଆରମ୍ଭରୁ ସବୁଜ ରଙ୍ଗରେ ଖୋଲିଲା ସେନସେକ୍ସ ଓ ନିଫ୍ଟି
  • ||
  • ‘ଶିବସେନାକୁ ଶେଷ କରିବାକୁ ଚାହୁଁଚି ବିଜେପି’ : ଗୁରୁତର ଅଭିଯୋଗ ଆଣିଲେ ଉଦ୍ଧବ
  • ||
  • କାହିଁକି ମ୍ୟାଚରେ ପଛେଇଗଲା ଭାରତ ? କାରଣ କହିଲେ ବ୍ୟାଟିଂ କୋଚ୍
  • ||
  • ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର, ରିକ୍ଟର ସ୍କେଲରେ ତୀବ୍ରତା ୫.୦
  • ||
  • ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା, ଅଧିକ ଭିଜିବ ଏହି ସବୁ ଜିଲ୍ଲା
  • ||
  • ବୁମରାହଙ୍କ ପଡିଆ ଛାଡିବା ଟିମ୍‌କୁ ପଡିଲା ମହଙ୍ଗା, ଦୁଇଟି ରିଭ୍ୟୁ ବରବାଦ କଲେ ପନ୍ତ
  • ||

ଜୁନ୍ ୧୦ରେ ମୌସୁମୀ ଓଡିଶା ଛୁଇଁବା ସମ୍ଭାବନା

29/05/2018 at 7:16 AM

ଆଜି କେରଳ ଛୁଇଁପାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଜୁନ୍ ୧୦ରେ ମୌସୁମୀ ଓଡିଶା ଛୁଇଁବା ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଏଭଳି ପୂର୍ବାନୁମାନ କରାଯାଇଛି । ଏପଟେ କିନ୍ତୁ ଗତ ୩ଦିନ ହେଲା ରାଜ୍ୟରେ ଗୁଳୁଗୁଳି ସହ ଭୀଷଣ ତାତି ଅନୁଭୂତ ହେଉଛି । ୯ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି ।

Leave a Reply

   Related Posts