Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଶକ୍ତିଶାଳୀ ହେବ ନୌସେନା: ୧୧ ପାଟ୍ରୋଲିଂ ଭାସେଲ ଓ ୬ ମିସାଇଲ୍ ଭାସେଲ କିଣିବାକୁ ୧୯ ହଜାର କୋଟିର ଡିଲ୍‌
  • ||
  • ବୁଲେଟ ଟ୍ରେନ୍ ପ୍ରକଳ୍ପ ପାଇଁ ଭାରତକୁ ୧୮,୭୫୦ କୋଟି ଓଡିଏ ଋଣ ଦେଲା ଜାପାନୀ ସଂସ୍ଥା
  • ||
  • ପ୍ରତିରକ୍ଷା ମନ୍ତ୍ରାଳୟ ଓ ଭାରତ ଇଲେକ୍ଟ୍ରୋନିକ୍ ଲିମିଟେଡ୍ ମଧ୍ୟରେ ୫,୪୯୮ କୋଟିର ଚୁକ୍ତି ସ୍ୱାକ୍ଷରିତ; EW କିଣିବ ଭାରତୀୟ ସଶସ୍ତ୍ର ବଳ
  • ||
  • କଟକ : କଟକ ଷ୍ଟେସନରୁ ଭଦ୍ରକ-ନୟାଗଡ ମେମୁ ଟ୍ରେନ୍‌ର ଶୁଭାରମ୍ଭ କଲେ ଦୁଇ କେନ୍ଦ୍ରମନ୍ତ୍ରୀ
  • ||
  • ନୂଆପଡା : ଟ୍ରାପ୍ କ୍ୟାମେରାରେ କଏଦ ହେଲା କଲରାପତରିଆ ବାଘ
  • ||
  • ଖଲ୍ଲିକୋଟ : ଋଷିକୁଲ୍ୟା ମୁହାଁଣରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଛ, ଏହାର ଓଜନ ୧୪୦ କିଲୋ
  • ||
  • ନାରାୟଣପାଟଣା : ମିଳିଲା ଗର୍ଭବତୀ ମହିଳାଙ୍କ ଝୁଲନ୍ତା ମୃତଦେହ, ଜ୍ବାଇଁ ବିରୋଧରେ ହତ୍ୟା ଅଭିଯୋଗ
  • ||
  • କାଠୁଆ : ଜାମ୍ମୁକାଶ୍ମୀର କଠୁଆରେ ଭୟଙ୍କର ବିସ୍ଫୋରଣ, ପୂରା ଅଞ୍ଚଳରେ ହାଇଆଲର୍ଟ
  • ||
  • ଭୁବନେଶ୍ୱର : ବଢିଲା ପୁଣି ଓମ୍‌ଫେଡ୍‌ କ୍ଷୀରର ଦର, ପ୍ୟାକେଟ୍‌ ପିଛା ବଢିଲା ୨ଟଙ୍କା
  • ||
  • ନୂଆଦିଲ୍ଲୀ : Twitterର ବଡ ଆକ୍ସନ, ପାକିସ୍ତାନ ସରକାରଙ୍କ ଟ୍ଵିଟର ଆକାଉଣ୍ଟକୁ ବ୍ଲକ କଲା ଭାରତ
  • ||

ଆଣ୍ଡାମାନ ନିକୋବର ଛୁଇଁଲା ମୌସୁମୀ

25/05/2018 at 11:35 AM

ଆଣ୍ଡାମାନ ନିକୋବର ଛୁଇଁଲା ମୌସୁମୀ
ଏଥର ପରିସ୍ଥିତି ଅନୁକୂଳ ଥିବାରୁ ଖୁବଶୀଘ୍ର କେରଳ ଛୁଇଁବ ମୌସୁମୀ
ମାସ ଶେଷ ସୁଦ୍ଧା ମୌସୁମୀ କେରଳ ଛୁଇଁବ
ଜୁନ ୨ୟ ସପ୍ତାହ ସୁଦ୍ଧା ମୌସୁମୀ ଓଡିଶାକୁ ପ୍ରବେଶ କରିବା ସମ୍ଭାବନା ରହିଛି
ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି
ସଂଧ୍ୟାରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା
ତେବେ ବଲାଙ୍ଗୀର ଓ ୬ଟି ସ୍ଥାନରେ ତାତି ୪୦ ଡିଗ୍ରୀ ଉପରେ
ମେ’ ୨୮ ପରେ ବିଭିନ୍ନ ସ୍ଥାନରେ ପ୍ରାକ୍-ମୌସୁମୀ ବର୍ଷା

Leave a Reply

   Related Posts