oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍
  • ||
  • ନବରାତ୍ରର ଦ୍ନିତୀୟ ଦିନ, ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା
  • ||
  • ରାଉରକେଲା : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ
  • ||
  • ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା
  • ||

କରୋନାରୁ ଭଲ ହେଲେ ଆଉ ୪୧୦୮ ଆକ୍ରାନ୍ତ, ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ଟପିଲା

4/10/2020 at 7:28 PM

ଭୁବନେଶ୍ୱର, ୦୪ ।୧୦:    ରାଜ୍ୟରେ ରବିବାର ଆଉ ୪୧୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୨୩୦୨ରେ ପହଁଚିଛି ।

ଖୋର୍ଦ୍ଧାରୁ ସର୍ବାଧିକ ୭୨୧ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୪୯୨, ଯାଜପୁରରୁ ୨୧୨, ଅନୁଗୋଳରୁ ୧୮୬, ଝାରସୁଗୁଡାରୁ ୧୫୪, ଜଗତସିଂହପୁରରୁ ୧୪୩, ମୟୂରଭଞ୍ଜରୁ ୧୩୯, ସମ୍ବଲପୁରରୁ ୧୨୮, ନୂଆପଡାରୁ ୧୧୮, କଳାହାଣ୍ଡିରୁ ୧୧୭, କେନ୍ଦୁଝରରୁ ୧୧୭, ବାଲେଶ୍ୱରରୁ୧୧୬, ସୁନ୍ଦରଗଡରୁ ୧୧୬, ବରଗଡରୁ ୧୧୪, କେନ୍ଦ୍ରାପଡାରୁ ୧୦୭, ନବରଙ୍ଗପୁରରୁ ୮୯, ବଲାଙ୍ଗୀରରୁ ୮୦, ଢେଙ୍କାନାଳରୁ ୭୫, କୋରାପୁଟରୁ ୭୩, ସୋନପୁରରୁ ୭୩ ଜଣ ସୁସ୍ଥ ହୋଇଛନ୍ତି ।

ସେହିପରି କନ୍ଧମାଳରୁ ୭୧, ଗଞ୍ଜାମରୁ ୬୭, ରାୟଗଡାରୁ ୬୪, ପୁରୀରୁ ୫୫, ନୟାଗଡରୁ ୫୦, ବୌଦ୍ଧରୁ ୪୪, ଗଜପତିରୁ ୪୦, ମାଲକାନଗିରିରୁ ୩୪, ଭଦ୍ରକରୁ ୧୬, ଦେବଗଡରୁ ୮ଜଣ ଆରୋଗ୍ୟ ଲାଭ କରିଛନ୍ତି ।

   Related Posts