suno sunao
Aao Nxt
suno sunao
AAo728x90 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ଖୁସି ଖବର, ସୁସ୍ଥ ହେଲେ ଆଉ ୪୨୧୯ କରୋନା ସଂକ୍ରମିତ

30/09/2020 at 7:20 PM

ଭୁବନେଶ୍ୱର, ୩୦ ।୦୯:  ବୁଧବାର ରାଜ୍ୟରେ ଆଉ ୪୨୧୯ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ମୋଟ୍ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୮୫୭୦୦ ରେ ପହଁଚିଛି ।

ଖୋର୍ଦ୍ଧାରୁ ସର୍ବାଧିକ ୬୨୮ଜଣ ଆରୋଗ୍ୟ ଲାଭ କରିଥିବା ବେଳେ କଟକରୁ ୪୯୪, ପୁରୀରୁ ୨୬୪, ଝାରସୁଗୁଡାରୁ ୨୩୨, ଅନୁଗୋଳରୁ ୨୦୯, ଜଗତସିଂହପୁରରୁ ୧୬୩, କେନ୍ଦ୍ରାପଡାରୁ ୧୬୧, ମୟୂରଭଞ୍ଜରୁ ୧୫୩, ରାୟଗଡାରୁ ୧୩୨, ଯାଜପୁରରୁ ୧୨୯, ବଲାଙ୍ଗୀରରୁ ୧୨୩, ବାଲେଶ୍ୱରରୁ ୧୧୯, ଭଦ୍ରକରୁ ୧୧୪, ସମ୍ବଲପୁରରୁ ୧୧୩, ବରଗଡରୁ ୧୧୨, କନ୍ଧମାଳରୁ ୮୭ ଜଣ ସୁସ୍ଥ ହୋଇଛନ୍ତି ।

ସେହିପରି ଢେଙ୍କାନାଳରୁ ୮୫, କେନ୍ଦୁଝରରୁ ୮୩, ସୋନପୁରରୁ ୭୯, ନବରଙ୍ଗପୁରରୁ ୭୫, କୋରାପୁଟରୁ ୭୨, ଗଞ୍ଜାମରୁ ୬୧, ନୂଆପଡାରୁ ୬୦, ମାଲକାନଗିରିରୁ ୫୬, ସୁନ୍ଦରଗଡରୁ ୫୫ ଓ ନୟାଗଡରୁ ୫୪ ଜଣ ସୁସ୍ଥ ହୋଇଛନ୍ତି ।

ଏତତ୍ ବ୍ୟତୀତ ବୌଦ୍ଧରୁ ୪୯, ଗଜପତିରୁ ୩୯, କଳାହାଣ୍ଡିରୁ ୩୫, ଦେଗଗଡରୁ ୨୧ଜଣ ଆରୋଗ୍ୟଲାଭ କରିଛନ୍ତି ।

   Related Posts