vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ୟୁକ୍ରେନରେ ଋଷର ଘନଘନ ଆକ୍ରମଣ, ଲୁହାଂସ୍କକୁ କବଜା କଲା ପୁଟିନ ସେନା
  • ||
  • ସେୟାର ବଜାରରେ ଉତ୍ସାହ : ଆରମ୍ଭରୁ ସବୁଜ ରଙ୍ଗରେ ଖୋଲିଲା ସେନସେକ୍ସ ଓ ନିଫ୍ଟି
  • ||
  • ‘ଶିବସେନାକୁ ଶେଷ କରିବାକୁ ଚାହୁଁଚି ବିଜେପି’ : ଗୁରୁତର ଅଭିଯୋଗ ଆଣିଲେ ଉଦ୍ଧବ
  • ||
  • କାହିଁକି ମ୍ୟାଚରେ ପଛେଇଗଲା ଭାରତ ? କାରଣ କହିଲେ ବ୍ୟାଟିଂ କୋଚ୍
  • ||
  • ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର, ରିକ୍ଟର ସ୍କେଲରେ ତୀବ୍ରତା ୫.୦
  • ||
  • ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା, ଅଧିକ ଭିଜିବ ଏହି ସବୁ ଜିଲ୍ଲା
  • ||
  • ବୁମରାହଙ୍କ ପଡିଆ ଛାଡିବା ଟିମ୍‌କୁ ପଡିଲା ମହଙ୍ଗା, ଦୁଇଟି ରିଭ୍ୟୁ ବରବାଦ କଲେ ପନ୍ତ
  • ||

ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୬ଟି ଗେଟ୍, ମୋଟ୍ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସିତ

15/09/2021 at 10:49 AM

ସମ୍ବଲପୁର ୧୫।୯: ଉପରମୁଣ୍ଡରେ ଲାଗି ରହିଛି ବର୍ଷା । ଏହାକୁ ଦୃଷ୍ଟିରେ ରଖି ହୀରାକୁଦ ଜଳଭଣ୍ଡାରର ଆଉ ୬ଟି ଗେଟ୍ ଖୋଲାଯାଇଛି । ଏହାପରେ ମୋଟ୍ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ହୀରାକୁଦର ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ବର୍ତ୍ତମାନ ୬୨୮.୧୦ ଫୁଟ ଜଳସ୍ତର ରହିଛି ।

ଉଲ୍ଲେଖଯୋଗ୍ୟ ଯେ, ବାମପାର୍ଶ୍ବରେ ୮ଟି ଏବଂ ଡାହାଣ ପାର୍ଶ୍ବରେ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୨ ଲକ୍ଷ ୫୮ ହଜାର ୫୯୦ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ଜଳଭଣ୍ଡାର ମଧ୍ୟରୁ ୨ ଲକ୍ଷ ୨୫ ହଜାର ୫୫୭ କ୍ୟୁସେକ୍ ଜଳ ନିଷ୍କାସିତ ହେଉଥିଲା ।

   Related Posts