vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ଖୋଲିଲା ହୀରାକୁଦ ଜଳ ଭଣ୍ଡାରର ଆଉ ୨ଟି ଗେଟ୍, ଜଳସ୍ତର ରହିଛି ୬୨୦ ଫୁଟ୍

27/08/2020 at 9:47 AM

ସମ୍ବଲପୁର ୨୭।୮: ଉପରମୁଣ୍ଡରେ ବର୍ଷା ଯୋଗୁଁ ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଫଳରେ ପୁଣି ଦୁଇଟି ଗେଟ୍ ଖୋଲାଯାଇଛି । ହୀରାକୁଦ ଜଳଭଣ୍ଡାରରୁ ବର୍ତ୍ତମାନ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ରହିଛି ୬୨୦ ଫୁଟ୍ ।

ବର୍ତ୍ତମାନ ସୁଦ୍ଧା ଜଳଭଣ୍ଡାର କର୍ତ୍ତୃପକ୍ଷ ଦେଇଥିବା ତଥ୍ୟ ଅନୁସାରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୭୯ ହଜାର ୯୦୨ ଘନ ଫୁଟ୍ ଜଳ ପ୍ରବେଶ କରୁଛି । ସେହିପରି ପ୍ରତି ସେକେଣ୍ଡରେ ୧ ଲକ୍ଷ ୭୯ ହଜାର ୯୭୪ ଘନଫୁଟ୍ ଜଳ ନିଷ୍କାସିତ ହେଉଛି ।

ତଳମୁଣ୍ଡର କେବଳ ଖଇରମାଲକୁ ଛାଡିଦେଲେ ମୁଣ୍ଡଳୀ, ବାରମୂଳ, ପଥର୍ଲା, ବେଲଗାଁ ସବୁଠି ନଦୀ ଫୁଲୁଛି ।

   Related Posts