oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

୨ ପିଲାଙ୍କୁ ବିଷ ଦେଇ ମା’ର ଆତ୍ମହତ୍ୟା

30/06/2019 at 9:08 AM

ମାଲକାନଗିରି ୩୦/୬: ମାଲକାନଗିରି ସଦର ବ୍ଲକ  ଗଉଡଗୁଡା ଗାଁରେ ଅଭାବନୀୟ ଘଟଣା ଘଟିଛି । ୨ ପିଲାଙ୍କୁ ବିଷ ଦେଇ ମାଆ ଆତ୍ମହତ୍ୟା କରିଛି। ମୃତକ ହେଲେ ସୀତା ମାଡକାମି ।  ଗୁରୁତର ଅବସ୍ଥାରେ ୨ ଶିଶୁଙ୍କୁ  ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ଆର୍ଥିକ ଅନଟନ ଯୋଗୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ୨ ବର୍ଷ ତଳୁ ମହିଳାଙ୍କ ସ୍ବାମୀଙ୍କ ମୃତ୍ୟୁ ହୋଇଥିଲା ।

   Related Posts