ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଚାନ୍ଦବାଲି : ଦୁର୍ଘଟଣା ପରେ ଡଙ୍ଗାରୁ ନଦୀକୁ ଖସିପଡିଲେ ୨ ଜଣ, ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ସୁରକ୍ଷିତ ଉଦ୍ଧାର
  • ||
  • ରାହୁଲ ଗାନ୍ଧିଙ୍କୁ ଝଟକା ।। ରଦ୍ଦ ହେଲା ଲୋକସଭା ସଦସ୍ୟତା
  • ||
  • ସମ୍ବଲପୁର : ସମ୍ବଲପୁରରୁ ନକଲି ମଦ କାରଖାନା ଠାବ, ମଦ ତିଆରି ସାମଗ୍ରୀ ଜବତ
  • ||
  • ଭୁବନ : ମାମୁଁ ଘର ଯିବାବେଳେ ଧକ୍କା ଦେଲା ଟ୍ରକ୍ : ଚାଲିଗଲା ଝିଅର ଜୀବନ, ବାପା ଗୁରୁତର
  • ||
  • ସାନଖେମୁଣ୍ଡି : ମନ୍ଦିର ନିର୍ମାଣରେ ବ୍ୟବହୃତ ଗାଡି ପୋଡିଦେଲେ ଅଜଣା ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ବର : କେଶରୀ ରିୟଲ ଇଷ୍ଟେଟ୍ ଅଫିସରେ ED ରେଡ୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ପୁରୀ : ପୁରୀ ବେଳାଭୂମିରେ ମରିପଡିଛି ଅଲିଭ୍ ରିଡ୍‌ଲେ, ନିକଟରେ ପଡିରହିଛି ଅଣ୍ଡା
  • ||
  • କାମାକ୍ଷାନଗର : ମାରଣାସ୍ତ୍ର ଦେଖାଇ ଲୁଟ୍, ଗ୍ରାହକ ସେବାକେନ୍ଦ୍ର ମାଲିକଙ୍କଠାରୁ ୨ଲକ୍ଷ ଟଙ୍କା ଲୁଟିନେଲେ ଦୁଇ ଲୁଟେରା
  • ||
  • ଯାଜପୁର : ଦୀର୍ଘ ୧୬ ଘଣ୍ଟା ପରେ ନଦୀରୁ ମିଳିଲା ମହିଳାଙ୍କ ମୃତଦେହ, ଗୁରୁବାରଠୁ ଥିଲେ ନିଖୋଜ
  • ||
  • ଘଟଗାଁ : ଶିକ୍ଷକଙ୍କ ମନମୁଖି କାର୍ଯ୍ୟକୁ ଗ୍ରାମବାସୀଙ୍କ ବିରୋଧ, ଆଉ ଜଣେ ଶିକ୍ଷକଙ୍କୁ ନିଯୁକ୍ତି ପାଇଁ ଦାବି
  • ||

ରାତି ୧୨ପରେ ବୁଲୁଛି ମୋଟର ସାଇକେଲ, ସିସିଟିଭିରେ ଭିଜୁଆଲ କଏଦ

6/02/2023 at 8:34 AM

ଚିତ୍ରକୋଣ୍ଡା ୦୬/୦୨: ରାତି ୧୨ ପରେ ମୋଟର ସାଇକେଲ ଆପେ ଆପେ ଚାଲୁଛି । କଥାଟି ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ହେ ବାସ୍ତବରେ ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଅଞ୍ଚଳରେ । ଯାହାର ଭିଡିଓ କଏଦ ହୋଇଛି ସିସିଟିଭି କ୍ୟାମେରାରେ ।

ଚିତ୍ରକୋଣ୍ଡା ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ରହୁଥିବା ସୁରେନ୍ଦ୍ର ଦାସ ନିଜ ମୋଟର ସାଇକେଲକୁ ନିଜ ଘର ଆଗରେ ଥିବା ସୀତାରାମ ଏଣ୍ଟରପ୍ରାଇଜେସ ନାମକ ଏକ ଦୋକାନ ସମ୍ମୁଖରେ ପାର୍କିଙ୍ଗ କରିଥିଲେ । ହେଲେ ୪ ତାରିଖ ସକାଳେ ଦେଖିଲା ବେଳକୁ ମୋଟର ସାଇକେଲଟି କିଛି ଦୂରରେ ପଡି ରହିଛି ।

ପୁଣି ଥରେ ଏହାକୁ ଠିକ୍ ଭାବେ ରଖାଯାଇଥିବା ବେଳେ ମୋଟର ସାଇକେଲ ବାରମ୍ବାର ଏଭଳି ହେଉଥିବା ଦେଖି ସିସିଟିଭି ଭିଡିଓ ଯାଞ୍ଚ କରାଯାଇଥିଲା । ଆଉ ସେଥିରୁ ଯାହା ଦେଖିବାକୁ ମିଳିଛି ତାହା ଏବେ ଆପଣଙ୍କ ସମ୍ମୁଖରେ । ଏହି ଦୃଶ୍ୟ ଦେଖିବା ପରେ ସମସ୍ତେ ଆତଙ୍କିତ ହୋଇ ପଡିଛନ୍ତି ।

ବିଜ୍ଞାନ ଯୁଗରେ ଏଭଳି ଏକ ଅଦ୍ଭୁତ ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ତେବେ ଏହି ଘଟଣାକୁ ନେଇ ଗାଡି ମାଲିକ ସୁରେନ୍ଦ୍ର ଦାସ କହିଛନ୍ତି ରେ ଏହା କୌଣସି ଭୁତ ପ୍ରେତର କାମ ନୁହଁ ତାଙ୍କ ଉପରେ କେହି ରାଗ ରଖି ଗୁଣି ଗାରେଡ଼ି କରୁଥିବା ସେ କହିଛନ୍ତି ।

ଏହି ଖବରକୁ ବି ପଢନ୍ତୁ….

   Related Posts