ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏବଂ ଭୁବନେଶ୍ବର ଏମ୍‌ସ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ

18/06/2019 at 2:49 PM

ଭୁବନେଶ୍ବର ୧୮|୬: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ବାସ୍ଥ୍ୟ ସେବା ଯୋଗାଇଦେବା ପାଇଁ ଭୁବନେଶ୍ବର ଏମସ ଏବଂ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି । ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଏବଂ ସ୍ବାସ୍ଥ୍ୟ ସଚିବ ଡକ୍ଟର ପ୍ରମୋଦ କୁମାର ମେହେର୍ଦ୍ଦାଙ୍କ ଉପସ୍ଥିତିରେ ଏହି ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି । ଏହି ଅବସରରେ ଭୁବନେଶ୍ବର ଏମସର ଡାଇରେକ୍ଟର ଡକ୍ଟର ଗୀତାଞ୍ଜଳି ବତମନାବନେଙ୍କ ସହ ଅନ୍ୟ ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ ।

   Related Posts