ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏବଂ ଭୁବନେଶ୍ବର ଏମ୍‌ସ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ

Published By : Prameya-News7 Bureau | June 18, 2019 IST

ଭୁବନେଶ୍ବର ୧୮|୬: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ବାସ୍ଥ୍ୟ ସେବା ଯୋଗାଇଦେବା ପାଇଁ ଭୁବନେଶ୍ବର ଏମସ ଏବଂ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି । ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଏବଂ ସ୍ବାସ୍ଥ୍ୟ ସଚିବ ଡକ୍ଟର ପ୍ରମୋଦ କୁମାର ମେହେର୍ଦ୍ଦାଙ୍କ ଉପସ୍ଥିତିରେ ଏହି ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି । ଏହି ଅବସରରେ ଭୁବନେଶ୍ବର ଏମସର ଡାଇରେକ୍ଟର ଡକ୍ଟର ଗୀତାଞ୍ଜଳି ବତମନାବନେଙ୍କ ସହ ଅନ୍ୟ ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.