ମହାନଦୀରେ ଭାସୁଛି ଅଜଣା ମହିଳାଙ୍କ ମୃତଦେହ, ଉଦ୍ଧାର କଲା ପୋଲିସ୍‌

Published By : Prameya-News7 Bureau | November 13, 2022 IST

ବୌଦ୍ଧ, ୧୩/୧୧: ବୌଦ୍ଧ ଅନ୍ତର୍ଗତ ମହାନଦୀରେ ଭାସୁଛି ଅଜଣା ମହିଳାଙ୍କ ମୃତଦେହ । ସହର ଇରୀକେସନ୍ କଲୋନୀ ଘାଟରେ ଏହି ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ସ୍ଥାନୀୟ ଲୋକେ ଗାଧେଇବା ବେଳେ ମହିଳାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ । ବୌଦ୍ଧ ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ଅନ୍ୟପଟେ ମହିଳାଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.