ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ମହାନଦୀରେ ଭାସୁଛି ଅଜଣା ମହିଳାଙ୍କ ମୃତଦେହ, ଉଦ୍ଧାର କଲା ପୋଲିସ୍‌

13/11/2022 at 2:29 PM

ବୌଦ୍ଧ, ୧୩/୧୧: ବୌଦ୍ଧ ଅନ୍ତର୍ଗତ ମହାନଦୀରେ ଭାସୁଛି ଅଜଣା ମହିଳାଙ୍କ ମୃତଦେହ । ସହର ଇରୀକେସନ୍ କଲୋନୀ ଘାଟରେ ଏହି ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ସ୍ଥାନୀୟ ଲୋକେ ଗାଧେଇବା ବେଳେ ମହିଳାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ । ବୌଦ୍ଧ ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ଅନ୍ୟପଟେ ମହିଳାଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ ।

   Related Posts