AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡାରେ କ୍ରାଇମବ୍ରାଞ୍ଚ ତନାଘନା, ଗୁଳିମାଡ଼ ସ୍ଥାନରେ ମେଟାଲ ଡିଟେକ୍ଟର ଯାଞ୍ଚ
  • ||
  • କଟକ: ସବ ରେଜିଷ୍ଟ୍ରାର ଅଫିସରେ ଅଗ୍ନିକାଣ୍ଡ, ରେକର୍ଡ ରୁମ୍‌ରେ ଲାଗିଲା ନିଆଁ
  • ||
  • ଭୁବନେଶ୍ୱର: ଜେଲ୍‌ରେ ପରୀକ୍ଷା ଦେବେ ଅର୍ଚ୍ଚନା, ଅନୁମତି ଦେଇଥିଲେ କୋର୍ଟ
  • ||

ଟ୍ରେନ୍‌ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା, କଲେଜ ଛକ ନିକଟସ୍ଥ ଟ୍ରେନ୍‌ ଲାଇନ୍‌ କଡ଼ରେ ପଡ଼ିଛି ମୃତଦେହ

8/09/2022 at 9:48 PM

କଟକ, ୦୮/୦୯: କଟକ କଲେଜ ଛକ ଓଭରବ୍ରିଜ ନିକଟସ୍ଥ ଟ୍ରେନ ଲାଇନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିଛି । ଟ୍ରେନ ଆଗକୁ ଡେଇଁ ବ୍ୟକ୍ତି ଜଣଙ୍କ ଆତ୍ମହତ୍ୟା କରିଛନ୍ତି । ଏହାର କାରଣ ଯଦିଓ ସ୍ପଷ୍ଟ ହୋଇନାହିଁ ଆତ୍ମହତ୍ୟା କରିଥିବା ବ୍ୟକ୍ତିଙ୍କ ନାମ ସନ୍ତୋଷ କୁସୁୱା ବୋଲି ଜଣାପଡ଼ିଛି । ତାଙ୍କ ଘର ମଧ୍ୟପ୍ରଦେଶ ବୋଲି ଜଣାପଡିଛି । ତେବେ ଜିଆରପି ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଛି ।

   Related Posts