Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଭୁବନେଶ୍ୱର : ବଢିଲା ପୁଣି ଓମ୍‌ଫେଡ୍‌ କ୍ଷୀରର ଦର, ପ୍ୟାକେଟ୍‌ ପିଛା ବଢିଲା ୨ଟଙ୍କା
  • ||
  • ନୂଆଦିଲ୍ଲୀ : Twitterର ବଡ ଆକ୍ସନ, ପାକିସ୍ତାନ ସରକାରଙ୍କ ଟ୍ଵିଟର ଆକାଉଣ୍ଟକୁ ବ୍ଲକ କଲା ଭାରତ
  • ||
  • ଭୁବନେଶ୍ୱର : ରାଜ୍ୟରେ ବଢ଼ିବ ପଶ୍ଚିମା ଝଡ଼ର ପ୍ରଭାବ, ଘଡ଼ଘଡି ସହ ପ୍ରବଳ ବର୍ଷା ସମ୍ଭାବନା
  • ||

ହାଟ ପିଣ୍ଡି ନିକଟରେ ପଡିଛି ପରିବା ବିକାଳୀଙ୍କ ମୃତଦେହ, ଗଳା କଟାଯାଇଥିବା ସନ୍ଦେହ

8/03/2023 at 1:22 PM

କୋରାପୁଟ ୮।୩: କୋରାପୁଟରେ ପରିବା ବିକାଳୀଙ୍କ ସନ୍ଦିଗ୍ଧ ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ନୂତନ ହାଟ ପିଣ୍ଡିରେ ପଡ଼ିଛି ମୃତଦେହ । ଗଳାକଟା ଯାଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ କୋରାପୁଟ ଟାଉନ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକ ଜଣଙ୍କ ଲମତାପୁଟ ବ୍ଲକର ମେଡିପୁଟ ଗ୍ରାମର ଅର୍ଜୁନ ଖିଲ । ନିକଟରେ ଥିବା ପରିବା ବିକା ଟଙ୍କା ପାଇଁ ହତ୍ୟା ହୋଇଥିବା ସନ୍ଦେହ କରାଯାଉଛି । ସାଇଣ୍ଟିଫିକ୍ ଟିମ୍ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବା ନେଇ କହିଛନ୍ତି କୋରାପୁଟ ଏସଡିପିଓ ମନୋଜ ପୁଝାରୀ ।

   Related Posts