AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଲବାଣୀ: ଗୋଛାପଡା ପୋଲିସକୁ ସଫଳତା, କ୍ୱିଣ୍ଟାଲରୁ ଅଧିକ ଗଂଜେଇ ଜବତ
  • ||
  • ଭୁବନେଶ୍ୱର: ରାଜଧାନୀରେ କଙ୍ଗାରୁକୋର୍ଟ, ଯୁବତୀଙ୍କୁ ଖୁଣ୍ଟରେ ବାନ୍ଧି ମାଡ଼
  • ||
  • ପ୍ରକାଶ ପାଇଲା ଜେଇଇ (ମେନ୍‌) ସେସନ-୧ ରେଜଲ୍ଟ, ଓ୍ୱେବସାଇଟ୍‌ରେ ଦେଖିପାରିବେ ଛାତ୍ରଛାତ୍ରୀ
  • ||
  • ଫେବୃୟାରୀରେ ଅଧିକ ରହିବ ତାପମାତ୍ରା, ଜଳବାୟୁ ଶୁଷ୍କ ଥିବାରୁ ଜଙ୍ଗଲରେ ଲାଗୁଛି ନିଆଁ
  • ||

ସମିତି ସଭ୍ୟାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ବଢିଲା ସସପେନ୍ସ

3/12/2022 at 10:56 AM

ମାର୍ଶାଘାଇ ୦୩/୧୨: କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ବ୍ଲକ ଦୁମୁକା ପଞ୍ଚାୟତର ସମିତି ସଭ୍ୟା ଗୀତା ପ୍ରଧାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ।

ଘର ଭିତରୁ କବାଟ ବନ୍ଦ ଥାଇ ନିଜ ବାସଭବନରେ ଫ୍ୟାନରେ ଝୁଲନ୍ତା ଅବସ୍ଥାରେ ମୃତଦେହ ଦେଖିବାକୁ ପାଇଥିଲେ ପରିବାର ଲୋକ । ପରେ ଘରର କବାଟ ଭାଙ୍ଗି ଗୀତାଙ୍କୁ ନିକଟସ୍ଥ ମେଡ଼ିକାଲ ନେବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବରପାଇ ମାର୍ଶାଘାଇ ପୋଲିସ ଗୀତାଙ୍କ ଘରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।

   Related Posts