ସମିତି ସଭ୍ୟାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ବଢିଲା ସସପେନ୍ସ
3/12/2022 at 10:56 AM

ମାର୍ଶାଘାଇ ୦୩/୧୨: କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ବ୍ଲକ ଦୁମୁକା ପଞ୍ଚାୟତର ସମିତି ସଭ୍ୟା ଗୀତା ପ୍ରଧାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ।
ଘର ଭିତରୁ କବାଟ ବନ୍ଦ ଥାଇ ନିଜ ବାସଭବନରେ ଫ୍ୟାନରେ ଝୁଲନ୍ତା ଅବସ୍ଥାରେ ମୃତଦେହ ଦେଖିବାକୁ ପାଇଥିଲେ ପରିବାର ଲୋକ । ପରେ ଘରର କବାଟ ଭାଙ୍ଗି ଗୀତାଙ୍କୁ ନିକଟସ୍ଥ ମେଡ଼ିକାଲ ନେବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବରପାଇ ମାର୍ଶାଘାଇ ପୋଲିସ ଗୀତାଙ୍କ ଘରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।
Related Posts
ନବ ଦାସଙ୍କୁ କେମିତି ହତ୍ୟା କରିଥିଲା, ବନ୍ଧୁକ ଧରି ଡେମୋ ଦେଖାଇଲା ଗୋପାଳ
7 February 2023
ଧରାପଡିଲେ ୭ ଡକାୟତ, ଅନେକ ସ୍ଥାନରୁ ଲୁଟି ପୋଲିସ୍କୁ ଦେଉଥିଲେ ଚକ୍ମା
7 February 2023