ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ନାଳରୁ ମହିଳାଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌

11/10/2022 at 3:15 PM

ଯାଜପୁର ୧୧।୧୦: ଯାଜପୁର ଅନ୍ତର୍ଗତ ବିଂଝାରପୁର ଥାନା କପିଳା ଛକ ସୀମାଚତୁରୀ ନାଳରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ପ୍ରୀତିପୁର ଅଞ୍ଚଳର ମାନିନୀ ଜେନା ବୋଲି ଜଣାପଡ଼ିଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି l ଘଟଣା ସ୍ଥଳରେ ବିଂଝାରପୁର ପୋଲିସର ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts