AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ପରଭେଜ୍ ମୁଶାରଫ୍, ଚିକିତ୍ସାଧୀନ ଅବସ୍ଥାରେ ଦୁବାଇରେ ଦେହାନ୍ତ
  • ||
  • ବ୍ରହ୍ମପୁର : ଅବକାରୀ ଗୁଇନ୍ଦା ବିଭାଗକୁ ସଫଳତା, ୨୪୦ କିଲୋ ଗଞ୍ଜେଇ ଜବତ
  • ||

କୁଆଖାଇ ନଦୀ ପଠାରୁ ଅଜଣା ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ

14/01/2023 at 11:23 AM

ଭୁବନେଶ୍ୱର ୧୪/୦୧: କୁଆଖାଇରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର । ମଞ୍ଚେଶ୍ବର ଥାନା ବରିମୁଣ୍ଡ ନିକଟ କୁଆଖାଇରୁ ମିଳିଲା ଯୁବକଙ୍କ ମୃତଦେହ । ମୃତଦେହ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ପଠାଇଲା ପୋଲିସ । ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ । ମୃତଦେହର ପରିଚୟ ମିଳିନି ।

ମଞ୍ଚେଶ୍ୱର ଥାନା ପୋଲିସ ଅଧିକ ତଦନ୍ତ ଚଳାଇଛି । ବରିମୁଣ୍ଡ ଗାଁ ନିକଟ ନଦୀ ପଠାରୁ ମୃତଦେହ ଉଦ୍ଧାର । ତେବେ ନମୁନା ଡାଏଟମ ପରୀକ୍ଷା ପାଇଁ ପଠାଯିଵ ବୋଲି ଜଣାପଡିଛି ।

   Related Posts