oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ଜେଲରେ ପୁଣି ଜଣେ କଏଦୀର ଆତ୍ମହତ୍ୟା
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ବସ୍‌ଷ୍ଟାଣ୍ଡରେ ପଡିଛି ମହିଳାଙ୍କ ମୃତଦେହ, ହତ୍ୟା ନା ଆଉ କିଛି ?

12/10/2021 at 11:52 AM

କରଞ୍ଜିଆ ୧୨।୧୦: ମହିଳାଙ୍କ ମୃତଦେହ ଉଦ୍ଧାର ।ବର୍ତ୍ତମାନ ସୁଦ୍ଧା ମୃତ ମହିଳାଙ୍କ ପରିଚୟ ମିଳିପାରାନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି । ମୟୁରଭଞ୍ଜ ଜିଲ୍ଲା ଯଶୀପୁର ବସ୍‌ଷ୍ଟାଣ୍ଡ ନିକଟରୁ ଘଟିଛି ଘଟଣା ।

ଖବର ଅନୁଯାୟୀ, ଯଶୀପୁର ବସ୍‌ ଷ୍ଟାଣ୍ଡ ଲକ୍ଷ୍ମୀମଣ୍ଡପ ନିକଟରୁ ଏକ ମହିଳାଙ୍କ ମୃତଦେହ ପଡିଥିବାର ଦେଖିବାକୁ ମିଳିଥିଲା । ଏହାପରେ ସ୍ଥାନୀୟଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳର ପହଞ୍ଚି ମୃତଦେହକୁ ଜବତ କରି ଛାନ୍‌ଭିନ୍‌ ଆରମ୍ଭ କରିଛି । ପୋଲିସ ତଦନ୍ତରୁ ମହିଳା ଜଣଙ୍କ ମାନସିକ ବିକୃତ ଥିବା ସୂଚନା ରହିଛି । ହେଲେ କିଭଳି ପରିସ୍ଥିତିରେ ତାଙ୍କର ମୃତ୍ୟୁ ହେଲେ, ସେନେଇ କିଛି ସ୍ପଷ୍ଟ ହୋଇନାହିଁ । ପୋଲିସ ତଦନ୍ତ ରିପୋର୍ଟ ଆସିବା ପରେ ପ୍ରକୃତ ତଥ୍ୟ ସାମ୍ନାକୁ ଆସିବ ବୋଲି ସ୍ଥାନୀୟ ଲୋକେ ଆଶା କରିଛନ୍ତି ।   

   Related Posts