suno sunao
Hari omm 2
hari om films
suno sunao new
HARI-OMM_728X90_B
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜେରୁଜେଲମ୍‌ରେ ପ୍ରାର୍ଥନାସ୍ଥଳରେ ଆତଙ୍କୀ ହମଲା, ଗୁଳିମାଡ଼ରେ ୮ମୃତ
  • ||
  • କେନ୍ଦୁଝର: ବୋଲେରୋ ଓ ଅଟୋ ମୁହାଁମୁହିଁ ଧକ୍କା, ୩ ମୃତ ଗୁରୁତର
  • ||

ମୁଣ୍ଡଳୀରେ କମୁଛି ଜଳସ୍ତର, ତଥାପି ଵିପଦ ସଙ୍କେତ ଉପରେ ମହାନଦୀ

17/08/2022 at 10:27 AM

କଟକ ୧୭।୦୮: ମୁଣ୍ଡଳୀରେ କମୁଛି ଜଳସ୍ତର । ବର୍ତ୍ତମାନ ମୁଣ୍ଡଳୀରେ ସେକେଣ୍ଡ ପ୍ରତି ୧୧ଲକ୍ଷ ୬୦ହଜାର ଘନଫୁଟ ଜଳ ପ୍ରଵାହିତ ହେଉଛି । ଘଣ୍ଟାକୁ କମୁଛି ୧୦ରୁ ୧୫ହଜାର ଘନଫୁଟ ଜଳ କମୁଛି । ତଥାପି ମୁଣ୍ଡଳୀରେ ଵିପଦ ସଙ୍କେତ ଉପରେ ମହାନଦୀ ।

ସୂଚନାଯୋଗ୍ୟ ଯେ, ହୀରକୁଦରେ ୬୨୬ ଫୁଟ ଟପିଲା ଜଳସ୍ତର । ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଏବେ ୬୨୬.୫୬ ଫୁଟ ରହିଛି । ଜଳଭଣ୍ଡାରକୁ ସେକେଣ୍ଡ ପ୍ରତି ୫ ଲକ୍ଷ ୯୭ ହଜାର ୯୨ କ୍ୟୁସେକ୍ ପାଣି ପ୍ରବେଶ କରୁଛି । ନିଷ୍କାସିତ ହେଉଛି ୬ ଲକ୍ଷ ୭୯ ହଜାର ୬୮୩ କ୍ୟୁସେକ୍ । ଏବେ ୪୦ ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି ।

   Related Posts