oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପୌର ନିର୍ବାଚନ ପାଇଁ ପ୍ରସ୍ତୁତି, ୫ ସୁଦ୍ଧା ସରିବ ସୀମା ନିର୍ଦ୍ଧାରଣ

3/01/2022 at 1:04 PM

ଭୁବନେଶ୍ୱର ୦୩।୦୧: ପୌର ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରସ୍ତୁତି । ଓ୍ୱାର୍ଡ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ନିର୍ଦ୍ଦେଶ । ସମସ୍ତ ମ୍ୟୁନିସିପାଲ କମିଶନର ଓ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ପୌର ପ୍ରଶାସନ ନିର୍ଦ୍ଦେଶକ ।

ଚିଠି ଅନୁସାରେ, ୨୦୧୧ଜନଗଣନା ଅନୁଯାୟୀ ସୀମା ପୁନଃ ନିର୍ଦ୍ଧାରଣ ହେବ । ୫ମହାନଗର ନିଗମ ଓ ୧୦୭ପୌରାଞ୍ଚଳର ସୀମା ପୁନଃ ନିର୍ଦ୍ଧାରଣ କରାଯିବ ।  ଅଣ ସଂରକ୍ଷିତ ଅଞ୍ଚଳରେ ଓବିସି ପାଇଁ ରହିବନି ସଂରକ୍ଷଣ । ଜାନୁଆରୀ ୫ସୁଦ୍ଧା ମହାନଗର ନିଗମ ସୀମା ପୁନଃ ନିର୍ଦ୍ଧାରଣ ତାଲିକା ଦେବାକୁ ନିର୍ଦ୍ଦେଶ ।

ସେହିପରି ଜାନୁଆରୀ ୭ସୁଦ୍ଧା ପ୍ରକାଶ ପାଇବ ଚିଠା ତାଲିକା। ମ୍ୟୁନିସିପାଲିଟି, ଏନଏସି ପାଇଁ ଆଜିଠୁ ଆରମ୍ଭ  ହେଲା ପ୍ରକ୍ରିୟା ।  ଜାନୁଆରୀ ୧୨ସୁଦ୍ଧା ଆପତ୍ତି ଅଭିଯୋଗ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜାନୁଆରୀ ୧୩ରେ ପ୍ରକାଶ ପାଇବ ସୀମା ପୁନଃ ନିର୍ଦ୍ଧାରଣ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ସୂଚନା ମିଳିଛି ।

   Related Posts