oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇରାନ ବିମାନରେ ବୋମା ଆତଙ୍କ ପରେ ହାଇଆଲର୍ଟ, ଦିଲ୍ଲୀରେ ଅବତରଣ ଲାଗି ମିଳିଲାନି ଅନୁମତି
  • ||
  • ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ, ଅକ୍ଟୋବର ୭ରେ ପ୍ରକାଶ ପାଇବ ବିଜ୍ଞପ୍ତି
  • ||
  • ଉତ୍ତରପ୍ରଦେଶ: ଦୁର୍ଗାପୂଜା ପେଣ୍ଡାଲରେ ଲାଗିଲା ନିଆଁ, ୫ ମୃତ ଓ ଅନେକ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ, ପୀଠରେ ମହାନବମୀ ପୂଜା
  • ||
  • ଭୁବନେଶ୍ୱର : ସୋମବାରଠୁ ପ୍ରବଳ ବର୍ଷା, ୮ ପରେ ପୁଣି ଏକ ଘୂର୍ଣ୍ଣିବଳୟ
  • ||
  • ବରଗଡ଼ : ପଦ୍ମପୁର ବିଧାୟକଙ୍କ ପରଲୋକ, ୬୪ ବର୍ଷରେ ଆଖିବୁଜିଲେ ବିଜୟ ରଞ୍ଜନ ସିଂ ବରିହା
  • ||

ମିନି ଷ୍ଟାଡିୟମରୁ ଉଦ୍ଧାର ହେଲା ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତ ଦେହ

24/12/2019 at 6:21 PM

ଚିତ୍ରକୋଣ୍ଡା୨୪/୧୨: ଚିତ୍ରକୋଣ୍ଡା ସ୍ଥିତ ମିନି ଷ୍ଟାଡିୟମରୁ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର ।ମୃତ ବ୍ୟକ୍ତି ହେଲେ ଚିତ୍ରକୋଣ୍ଡା ଆମ୍ବେଦକର ଛକର ସମରା ତନ୍ତି । ପାରିପାର୍ଶ୍ବିକ ସ୍ଥିତିରୁ ତାଙ୍କୁ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି ।କୌଣସି ଏକ ଧାରୁଆ ଅସ୍ତ୍ରରେ ତାଙ୍କୁ ଆକ୍ରମଣ କରାଯାଇଥିବା କୁହାଯାଉଛି ।ଘଟଣାସ୍ଥଳରୁ ଏକ ପଲସର ବାଇକ୍ ଜବତ ହେ।ଇଛି । ପେ।ଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ସେପଟେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରି କଠେ।ର ଦଣ୍ଡ ଦେବାକୁ ଦାବି କରିଛନ୍ତି ମୃତକଙ୍କ ସ୍ତ୍ରୀ ।

   Related Posts