ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||
  • ରାଜଧାନୀରେ ପୁଣି ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଅପରାଧି ଜିତୁ ଆହତ
  • ||
  • ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପୁଟିନ୍‌ଙ୍କ ବଡ଼ ଘୋଷଣା, କହିଲେ-ବେଲାରୁସ୍‌ରେ ପରମାଣୁ ହତିଆର ନିୟୋଜିତ କରିବ ରୁଷ
  • ||
  • ଭୂମିକମ୍ପ ଝଟକା ଥରିଲା ରାଜସ୍ଥାନ, ବିକାନୋର ଠାରୁ ୫୧୬ କିମି ଦୂରରେ କେନ୍ଦ୍ରସ୍ଥଳ
  • ||

ନବ ଦାସ ହତ୍ୟା ତନାଘନା, ଝାରସୁଗୁଡ଼ା ଯିବେ ଜଷ୍ଟିସ୍‌ ଜେ.ପି ଦାସ

7/02/2023 at 12:21 PM

ଝାରସୁଗୁଡ଼ା ୦୭।୦୨ : ନଵ କିଶୋର ଦାସ ହତ୍ୟା ଘଟଣା। ମଙ୍ଗଳବାର ଝାରସୁଗୁଡା  ଯିବେ ଜଷ୍ଟିସ ଜେ. ପି. ଦାସ । ଘଟଣାର ଅଧିକ ତଦନ୍ତ ଲାଗି ଜଷ୍ଟିସ ଦାସଙ୍କ ତତ୍ତ୍ବାବଧାନରେ ହେଉଛି କ୍ରାଇମବ୍ରାଞ୍ଚର ଛାନ୍‌ଭିନ୍‌ । ଅପରାହ୍ନ ୪ଟାରେ ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିବେ ।ବୁଧବାର ଘଟଣାସ୍ଥଳରେ ତଦାରଖ କରିଵେ ଜଷ୍ଟିସ ।

ସେହିପରି ନବ ଦାସଙ୍କ ହତ୍ୟା ଘଟଣାରେ ଛାନ୍‌ଭିନ୍‌ ଜାରି ରହିଛି । ଝାରସୁଗୁଡ଼ାରେ ପହଞ୍ଚିଲା ନିମହାନ୍ସର ୪ଜଣିଆ ଟିମ୍‌ । ସୋମବାର ବେଙ୍ଗାଲରୁରୁ ଆସି ଝାରସୁଗୁଡ଼ାରେ ପହଞ୍ଚିଛନ୍ତି ନିମହାନ୍ସର ୪ଜଣିଆ ଟିମ୍‌ ।ବିଶେଷଜ୍ଞ ଟିମ  ଅଭିଯୁକ୍ତ ଗୋପାଳ ଦାସର ମାନସିକ ସ୍ଥିତି ନେଇ ଯାଞ୍ଚ କରିବେ ଟିମ୍ ।

   Related Posts