Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ଗଛରେ ଝୁଲୁଛି ନାବାଳକର ମୃତଦେହ, ପୋଲିସ ଖୋଜୁଛି କାରଣ

28/10/2022 at 1:56 PM

ସୋନପୁର ୨୮।୧୦ : ଗଛରୁ ମିଳିଲା ନାବାଳକର ଝୁଲନ୍ତା ମୃତଦେହ । ସୋନପୁର ଜିଲ୍ଲା ବଡ଼ାଲି ନିକଟ ଖେଳପଡିଆରୁ ପାଖରୁ ଠାବ ହୋଇଛି ମୃତଦେହ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ଖେଳ ପଡିଆରେ ଥିବା ଏକ ଗଛରେ ଜଣେ ନାବାଳକର ଝୁଲନ୍ତା ମୃତଦେହ ମିଳିଥିଲା । ଏହାପରେ ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ତେବେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତ୍ୟୁର ସଠିକ୍‌ କାରଣ ଜଣାପଡିନଥିବା ବେଳେ ସେ ସପ୍ତମ ଶ୍ରେଣୀରେ ପଢୁଥିଲେ । ଏତେ ଛୋଟ ବୟସରେ ସେ କାହିଁକି ଆତ୍ମହତ୍ୟା କଲେ , ତାହା ଏବେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଛି ।

   Related Posts