ପୁଣି ଲଜ୍ଜା : ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଜଣେ ଅଟକ
28/02/2020 at 9:45 AM

ପଟ୍ଟାମୁଣ୍ଡାଇ ୨୮।୦୨: କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ । ଗ୍ରାମବାସୀଙ୍କ ଦ୍ବାରା ଘଟଣାରେ ଜଣେ ଅଟକ ଥିବା ବେଳେ ୩ଜଣ ଫେରାର ଅଛନ୍ତି । ପରିବାର ପକ୍ଷରୁ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନାରେ ଅଭିଯୋଗ କରାଯାଇଛି ।
ସୂଚନାଯୋଗ୍ୟ ଯେ, ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ଗୁରୁବାର ଘରେ କେହି ନଥିବାର ସୁଯୋଗ ନେଇ ଦୁଷ୍କର୍ମ କରାଯାଇଥିବା ଅଭିଯୋ । ଗୁରୁତର ଅବସ୍ଥାରେ ନାବାଳିକାକୁ ପଟ୍ଟାମୁଣ୍ଡାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଘଟଣାରେ ଗ୍ରାମବାସୀମାନେ ଜଣ ଅଭିଯୁକ୍ତକୁ ଅଟକ ରଖିଥିବା ବେଳେ ୩ଜଣ ଫେରାର ଅଛନ୍ତି । ଘଟଣାରେ ପଟ୍ଟାମୁଣ୍ଡାଇ ଥାନା ତଦନ୍ତ ଜାରି ରଖିଛି ।
Related Posts
ପାପକ୍ଷୟ ଲୋକ ମହୋତ୍ସବ ଆରମ୍ଭ, ଅରୁଣ ମେହେରଙ୍କୁ ମିଳିଲା ପାପକ୍ଷୟ ସମ୍ମାନ
2 February 2023
ଗାତରେ ପଡି ୨ ଶିଶୁକନ୍ୟା ମୃତ, ରାସ୍ତା କାମ ପାଇଁ ଖୋଳାଯାଇଥିଲା ଗର୍ତ୍ତ
2 February 2023
ଫେବୃଆରୀ ୨୪ରେ ରାଜ୍ୟ ବଜେଟ୍, ଏପ୍ରିଲ୍ ୬ ଯାଏଁ ଚାଲିବ ଅଧିବେଶନ
2 February 2023