AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହିପିଣ୍ଡା ସଂରକ୍ଷିତ ଜଙ୍ଗଲରେ ଦନ୍ତା ମୃତଦେହ ଠାବ, ହାତୀକୁ ମାରି ନେଇଗଲେ ଦାନ୍ତ
  • ||
  • MKCG ମେଡିକାଲ ମୁଖ୍ୟ ଫାଟକ ସମ୍ମୁଖରେ ଦୁର୍ଘଟଣା: ସ୍କୁଟି-କାର୍ ମୁହାଁମୁହିଁ ଧକ୍କା, ଦୁଇ ମୃତ
  • ||
  • ଭୁବନେଶ୍ୱର: ରାତିରେ ପାରଦ କମିବ ଓ ଶୀତ ବଢ଼ିବ, ଦିନରେ ସ୍ୱାଭାବିକଠାରୁ ଅଧିକ ରହିବ ତାପମାତ୍ରା
  • ||
  • ତୋଲକୋଇ: ଦନ୍ତା ଆକ୍ରମଣରେ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ପଡିଛି ମୃତଦେହ
  • ||

ପୁଣି ଲଜ୍ଜା : ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଜଣେ ଅଟକ

28/02/2020 at 9:45 AM

ପଟ୍ଟାମୁଣ୍ଡାଇ ୨୮।୦୨: କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ । ଗ୍ରାମବାସୀଙ୍କ ଦ୍ବାରା ଘଟଣାରେ ଜଣେ ଅଟକ ଥିବା ବେଳେ ୩ଜଣ ଫେରାର ଅଛନ୍ତି । ପରିବାର ପକ୍ଷରୁ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନାରେ ଅଭିଯୋଗ କରାଯାଇଛି ।

ସୂଚନାଯୋଗ୍ୟ ଯେ, ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ଗୁରୁବାର ଘରେ କେହି ନଥିବାର ସୁଯୋଗ ନେଇ ଦୁଷ୍କର୍ମ କରାଯାଇଥିବା ଅଭିଯୋ । ଗୁରୁତର ଅବସ୍ଥାରେ ନାବାଳିକାକୁ ପଟ୍ଟାମୁଣ୍ଡାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଘଟଣାରେ ଗ୍ରାମବାସୀମାନେ ଜଣ ଅଭିଯୁକ୍ତକୁ ଅଟକ ରଖିଥିବା ବେଳେ ୩ଜଣ ଫେରାର ଅଛନ୍ତି । ଘଟଣାରେ ପଟ୍ଟାମୁଣ୍ଡାଇ ଥାନା ତଦନ୍ତ ଜାରି ରଖିଛି ।

   Related Posts