ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା, ନିର୍ବାଚନୀ ଇସ୍ତାହାରରେ ଦେଇଥିବା କଥା ରଖନ୍ତୁ...

NEWS7
nac-election-will-held-at-march-24

ଭୁବନେଶ୍ୱର ୦୯।୦୧ : ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ମଣ୍ଡିରେ ଚାଷୀଙ୍କୁ ହଇରାଣ କରିବା ଏବଂ ଧାନ ସଂଗ୍ରହ ନେଇ ନିର୍ବାଚନୀ ପ୍ରତିଶୃତିକୁ ପାଳନ କରିବା କ୍ଷେତ୍ରରେ ଚରମ ବିଫଳତା ସଂପର୍କରେ ଚିଠି ଲେଖିଛନ୍ତି ନବୀନ ପଟ୍ଟନାୟକ ।