oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍
  • ||
  • ନବରାତ୍ରର ଦ୍ନିତୀୟ ଦିନ, ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା
  • ||
  • ରାଉରକେଲା : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ
  • ||
  • ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା
  • ||

ବାଜିଲା ପୌର ବିଗୁଲ: ମାର୍ଚ୍ଚ ୨୪ ନିର୍ବାଚନ୍ , ଦୁଇ ମହାନଗର ନିଗମରେ ଏଥର ଭୋଟ୍ ସ୍ଥଗିତ

25/02/2022 at 1:18 PM

ଭୁବନେଶ୍ୱର ୨୫/୦୨: ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍ । ମାର୍ଚ୍ଚ ୨୪ ତାରିଖରେ ହେବ ପୌର ନିର୍ବାଚନ । ଭୁବନେଶ୍ୱର, କଟକ, ବ୍ରହ୍ମପୁରରେ ଅନୁଷ୍ଠିତ ହେବ ନିର୍ବାଚନ । ତେବେ ଆଜିଠୁ ଲାଗୁ ହୋଇଛି ନିର୍ବାଚନ ଆଚରଣ ବିଧି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢୀ । ହେଲ ଏଥର କିନ୍ତୁ ଦୁଇ ପୌର ମହାନଗର ରାଉରକେଲା ଓ ସମ୍ୱଲପୁରରେ ହେବନି ପୌର ନିର୍ବାଚନ । ସେହିଭଳି ପୁରୀ ମ୍ୟୁନିସପାଲଟିରେ ମଧ୍ୟ ନିର୍ବାଚନ ହେବନି ବୋଲି ସୂଚନା ରହିଛି ।

କୋର୍ଟରେ କେସ ଚାଲୁରହିଥିବାରୁ ହେବନି ନିର୍ବାଚନ ବୋଲି ସ୍ପଷ୍ଟ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ଫେବୃୟାରୀ ୨୮ରେ ପ୍ରକାଶ ପାଇବ ବିଜ୍ଞପ୍ତି । ମାର୍ଚ୍ଚ ୨ରୁ ୭ ଯାଏଁ ନାମାଙ୍କନ ଦାଖଲ ହେବ । ମାର୍ଚ୍ଚ ୯ରେ ପ୍ରାର୍ଥୀପତ୍ର ଯାଞ୍ଚ । ତେବେ ମାର୍ଚ୍ଚ ୨୬ରେ ଭୋଟ ଗଣତି ହେବ ବୋଲି ସୂଚନା ଦେଇଛନ୍ତି ନିର୍ବାଚନ କମିଶନ ।

   Related Posts