AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡାରେ କ୍ରାଇମବ୍ରାଞ୍ଚ ତନାଘନା, ଗୁଳିମାଡ଼ ସ୍ଥାନରେ ମେଟାଲ ଡିଟେକ୍ଟର ଯାଞ୍ଚ
  • ||
  • କଟକ: ସବ ରେଜିଷ୍ଟ୍ରାର ଅଫିସରେ ଅଗ୍ନିକାଣ୍ଡ, ରେକର୍ଡ ରୁମ୍‌ରେ ଲାଗିଲା ନିଆଁ
  • ||
  • ଭୁବନେଶ୍ୱର: ଜେଲ୍‌ରେ ପରୀକ୍ଷା ଦେବେ ଅର୍ଚ୍ଚନା, ଅନୁମତି ଦେଇଥିଲେ କୋର୍ଟ
  • ||

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ, ଲୋକସଭା ପ୍ରଭାସ କାର୍ଯ୍ୟକ୍ରମରେ ଯୋଗଦେବେ

23/12/2022 at 10:24 AM

ଭୁବନେଶ୍ୱର ୨୩/୧୨: ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଆସନ୍ତା ୨୮ ତାରିଖରେ ସେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି । ହେବାକୁ ଥିଲା ଲୋକସଭା ପ୍ରଭାସ କାର୍ଯ୍ୟକ୍ରମରେ ଯୋଗଦେବ ରାଷ୍ଟ୍ରୀୟ ଅଧ୍ୟକ୍ଷ ।

ଏନେଇ ସୂଚନା ଦେଇଛନ୍ତି ବରିଷ୍ଠ ବିଜେପି ନେତା ତଥା ରାଜ୍ୟ ସାଧାରଣ ସଂପାଦକ ପୃଥ୍ବୀରାଜ ହରିଚନ୍ଦନ । ତେବେ ତାଙ୍କର ସୂଚନା ଅନୁଯାୟୀ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କ ଗସ୍ତର କାର୍ଯ୍ୟସୂଚୀ ପରବର୍ତ୍ତୀ ସମୟରେ ଜଣାଇ ଦିଆଯିବ।

   Related Posts