ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ, ଲୋକସଭା ପ୍ରଭାସ କାର୍ଯ୍ୟକ୍ରମରେ ଯୋଗଦେବେ
23/12/2022 at 10:24 AM

ଭୁବନେଶ୍ୱର ୨୩/୧୨: ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଆସନ୍ତା ୨୮ ତାରିଖରେ ସେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି । ହେବାକୁ ଥିଲା ଲୋକସଭା ପ୍ରଭାସ କାର୍ଯ୍ୟକ୍ରମରେ ଯୋଗଦେବ ରାଷ୍ଟ୍ରୀୟ ଅଧ୍ୟକ୍ଷ ।
ଏନେଇ ସୂଚନା ଦେଇଛନ୍ତି ବରିଷ୍ଠ ବିଜେପି ନେତା ତଥା ରାଜ୍ୟ ସାଧାରଣ ସଂପାଦକ ପୃଥ୍ବୀରାଜ ହରିଚନ୍ଦନ । ତେବେ ତାଙ୍କର ସୂଚନା ଅନୁଯାୟୀ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କ ଗସ୍ତର କାର୍ଯ୍ୟସୂଚୀ ପରବର୍ତ୍ତୀ ସମୟରେ ଜଣାଇ ଦିଆଯିବ।
Related Posts
୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା; ୩ ମୃତ
31 January 2023
ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ; ଡାକ୍ତରୀ ମାଇନା ପରେ ଅଭିଯୁକ୍ତ ଗିରଫ
31 January 2023