AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡା:୮ ଦିନ ପରେ ବି ନବ ଦାସଙ୍କ ହତ୍ୟା ଘଟଣାରେ ପୋଲିସର ହାତ ଖାଲି
  • ||
  • ଭୂକମ୍ପରେ ଥରିଲା ତୁର୍କୀ, ରିକ୍ଟର ସ୍କେଲରେ ୭.୮ର ତ୍ରୀବତା ରେକର୍ଡ
  • ||

ନଦୀରେ ଭାସୁଛି ମହିଳାଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ

7/09/2022 at 8:53 AM

କରଞ୍ଜିଆ୦୭/୦୯: ନଦୀରେ ଭାସୁଛି ମହିଳାଙ୍କ ଅର୍ଦ୍ଧ ପ୍ରସବ ମୃତଦେହ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ମୟୂରଭଞ୍ଜ ଜିଲ୍ଲା ଯଶୀପୁର ଥାନା କୂଦରବିଶିଦା ଗାଁ ନିକଟରେ ବୋହିଯାଇଥିବା ଭଣ୍ଡନ ନଦୀରେ ।

ନଦୀ ପାଣିରେ ଜଣେ ମହିଳାଙ୍କ ଅର୍ଦ୍ଧ ପ୍ରସବ ମୃତଦେହକୁ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଥିବା ବେଳେ ମହିଳା ଜଣଙ୍କ କୂଦରବିଶିଦା ଗାଁର ବୋଲି ଅନୁମାନ କରାଯାଉଛି । ତେବେ ତାଙ୍କର ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ।

   Related Posts