oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ବୈତରଣୀ ନଦୀର ଗେମନ ବ୍ରିଜରୁ ଡେଇଁ ଯୁବତୀ ନିଖୋଜ: କାରଣ ଅସ୍ପଷ୍ଟ, ଉଦ୍ଧାର କାର୍ଯ୍ୟ ଜାରି

14/04/2022 at 1:37 PM

ଚାନ୍ଦବାଲୀ ୧୪/୦୪: ବୈତରଣୀ ନଦୀର ସୁଇସାଇଡ୍ ଜୋନ ଭାବେ ପରିଚିତ ଚାନ୍ଦବାଲି ଗେମନ ବ୍ରିଜରେ ପୁଣି ଜଣେ ଯୁବତୀ ଡେଇଁ ଆତ୍ମହତ୍ୟା କରିଛନ୍ତି । ବ୍ରିଜ ଉପରୁ ନଦୀ ମଧ୍ୟକୁ ୧ଶହ ଫୁଟ ତଳକୁ ଡେଇଁଛନ୍ତି ଯୁବତୀ । ତେବେ ନଦୀର ପ୍ରଖର ସ୍ରୋତରେ ଜଣେ ଯୁବତୀ ଭାସିଯିବାରୁ ସ୍ଥାନୀୟ ବାସୀ ଅଗ୍ନିଶମ ବିଭାଗ ଓ ଚାନ୍ଦବାଲି ଥାନାକୁ ଖବର ଦେଇଥିଲେ ।

ଘଟଣା ସ୍ଥଳରେ ଅଗ୍ନିସମ ବିଭାଗର ଟିମ ପହଁଚି ନଦୀରେ ପାୱାର ବୋଟ ମାଧ୍ୟମରେ ଖୋଜାଖୋଜୀ ଜାରି ରଖୁଛନ୍ତି । ନଦୀକୁ ଡେଇଁଥିବା ଯୁବତୀ ଜଣକ ରାଜକନିକା ବୁରୁଡ଼ିଆ ଗାଁରେ ଶ୍ରୀମନ ଜେନା ବୋଲି ସୂଚନା ମିଳିଛି ।

ଶ୍ରୀମନଙ୍କ ଘର ଚାନ୍ଦବାଲି ବ୍ଲକ ଓରାସାହି ନେଢୁଆଳି ଗାଁ ହୋଇଥିବା ବେଳେ ସେ ତାଙ୍କ ମାମୁ ଘରେ ରହି ପାଠ ପଢୁଥିବା ସୂଚନା ମିଳିଛି । ତେବେ ଯୁବତୀ ଜଣକ କାହିଁକି ନଦୀକୁ ଡେଇଁଲେ ତାହା ଏ ଯାଏଁ ସୂଚନା ମିଳିପାରିନାହିଁ l

   Related Posts