oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ସଚିବାଳୟରେ ସିବିଆଇ ପଶିବା ପ୍ରସଙ୍ଗ ; ସ୍ପଷ୍ଟୀକରଣ ମାଗିଲେ ବିରୋଧୀଦଳ ନେତା ନରସିଂହ ମିଶ୍ର

19/11/2018 at 4:34 PM

ଭୁବନେଶ୍ବର ୧୯|୧୧: ସଚିବାଳୟରେ ସିବିଆଇ ପଶିବା ଖବର ପ୍ରସଙ୍ଗରେ ବିରୋଧୀ ଦଳ ନେତା ନରସିଂହ ମିଶ୍ର ପ୍ରତିକ୍ରିୟାରେ କହିଛନ୍ତି ଯେ ସିବିଆଇ ପଶିଥିଲା କି ନାହିଁ ତାର ସ୍ପଷ୍ଟୀକରଣ ଦିଅନ୍ତୁ । ଯଦି ପଶିଥିଲା କାହିଁକି ପଶିଥିଲା ଏବଂ କାହା ପାଖକୁ ଯାଇଥିଲା, କେଉଁ ବିଷୟରେ ଅନୁସନ୍ଧାନ କରୁଥିଲା ସେକଥା ସରକାର ଜଣାନ୍ତୁ ବୋଲି ନରସିଂହ ମିଶ୍ର କହିଛନ୍ତି।

   Related Posts