LIVE TV

ଦଶହରା ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ, କହିଲେ ରାଜ୍ୟବାସୀଙ୍କୁ ଘଣ୍ଟ ଘୋଡାଇ ରଖନ୍ତୁ ଦଶଭୂଜା

NEWS7
Naveen Patnaik

ଭୁବନେଶ୍ୱର ୩୦/୦୯: ଚାଲିଛି ଶାରଦୀୟ ପୂଜା । ମାଆ ଆଗମନରେ ରାଜ୍ୟରେ ଉତ୍ସବର ମାହୋଲ । ପୂଜା ପାଠରେ କମ୍ପୁଛି ସାରା ପରିବେଶ । ଅନେକ ନେତାମାନେ ଶାରଦୀୟ ପୂଜାର ଅଭିନନ୍ଦନ ଜଣାଉଛନ୍ତି । ବିଜେଡି ସଭାପତି ନବୀନ ପଟ୍ଟନାୟକ ପବିତ୍ର ଦୁର୍ଗାପୂଜା ଓ ଦଶହରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏକ ଭିଡିଓ ବାର୍ତ୍ତାରେ ସେ କହିଛନ୍ତି, ପ୍ରିୟ ଭାଇ ଓ ଭଉଣୀମାନେ ନମସ୍କାର। ପବିତ୍ର ଦୁର୍ଗାପୂଜା ଓ ଦଶହରା ଅବସରରେ ଆପଣମାନଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ଅସତ୍ୟ ଉପରେ ସତ୍ୟର ବିଜୟ ହେଉଛି ଦଶହରାର ବାର୍ତ୍ତା। 

ଏକ ଭିଡିଓ ବାର୍ତ୍ତାରେ ସେ କହିଛନ୍ତି, ପ୍ରିୟ ଭାଇ ଓ ଭଉଣୀମାନେ ନମସ୍କାର। ପବିତ୍ର ଦୁର୍ଗାପୂଜା ଓ ଦଶହରା ଅବସରରେ ଆପଣମାନଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ଅସତ୍ୟ ଉପରେ ସତ୍ୟର ବିଜୟ ହେଉଛି ଦଶହରାର ବାର୍ତ୍ତା। ଆସନ୍ତୁ ଏହି ଅନ୍ୟାୟ, ଅନୀତି ଓ ଅତ୍ୟାଚାର ବିରୋଧରେ ଲଢ଼େଇକୁ ଜୋରଦାର କରିବା ପାଇଁ ମା’ଙ୍କ ଆଶୀର୍ବାଦ ନେବା। ଆସନ୍ତୁ ଏହି ଅନ୍ୟାୟ, ଅନୀତି ଓ ଅତ୍ୟାଚାର ବିରୋଧରେ ଲଢ଼େଇକୁ ଜୋରଦାର କରିବା ପାଇଁ ମା’ଙ୍କ ଆଶୀର୍ବାଦ ନେବା।