ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର ମୃତ, ଗୁରୁତର ଡାକ୍ତରଖାନାରେ ଭର୍ତ୍ତି

5/10/2022 at 10:00 PM

ନୟାଗଡ, ୦୫/୧୦: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତାକଡକୁ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିବାରୁ ଜଣଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ଡ୍ରାଇଭର୍ ସମେତ ତିନି ଜଣ ଗୁରୁତର ହୋଇଛନ୍ତି । ମିଳିଥିବା ସୂଚନା ଅନୁସାରେ କାଲେଶ୍ବର ନାମକ ବସଟି ବ୍ରହ୍ମପୁରରୁ ଦଶପଲ୍ଲା ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିିଛି । ଅଭୟପୁର ଠାରେ ବସ୍‌ଟି ରାସ୍ତାକଡକୁ ଓଲଟି ପଡିଥିଲା । ମୃତକ ଦଶପଲ୍ଲା ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର କଲ୍ୟାଣୀ ପଣ୍ଡା ବୋଲି ଜଣାପଡ଼ିଥିବା ବେଳେ ସମସ୍ତ ଗୁରୁତରଙ୍କୁ ଦଶପଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବସ୍‌ରେ ୪ ଯାତ୍ରୀଙ୍କ ସହ ୩ ବସ କର୍ମଚାରୀ ରହିଥିଲେ ।

   Related Posts