ପ୍ରସବ ପରେ ମହିଳାଙ୍କ ମୃତ୍ୟୁ, ଚିକିତ୍ସା ଅବହେଳାକୁ ଦାୟୀ କଲେ ପରିବାର ଲୋକେ

କେନ୍ଦ୍ରାପଡା ୧୬।୬: ପ୍ରସବ ପରେ ମହିଳାଙ୍କ ମୃତ୍ୟୁ । ଚିକିତ୍ସା ଅବହେଳାରୁ କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରସୂତୀଙ୍କ ମୃତ୍ୟୁ ଅଭିଯୋଗ ହୋଇଛି । ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡା ଜିଲ୍ଲା ଜମ୍ବୁ ମେରାଇନ ଥାନା ଅନ୍ତର୍ଗତ ଖରିନାସୀ ଗାଁର ଆଦିତ୍ୟ ନାରାୟଣ ରାୟଙ୍କ ସ୍ତ୍ରୀ ରିଦ୍ଧି ରାୟଙ୍କର ପ୍ରସବ ଯନ୍ତ୍ରଣା ହେବାରୁ ଗତ ୧୪ ତାରିଖ ଦିନ ମହାକାଳପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା l ସେଠାରେ ଡାକ୍ତର ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦେଇଥିଲେ l … Continue reading ପ୍ରସବ ପରେ ମହିଳାଙ୍କ ମୃତ୍ୟୁ, ଚିକିତ୍ସା ଅବହେଳାକୁ ଦାୟୀ କଲେ ପରିବାର ଲୋକେ