Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ଭିଏଲସି ମିଡିଆ ପ୍ଲେୟାର ବ୍ୟାନ୍, ଓ୍ୱେବସାଇଟରେ ଆସୁଛି ଆଇଟି ଆକ୍ଟ ମେସେଜ୍
  • ||
  • ୨୪ ଘଣ୍ଟାରେ ଘନୀଭୂତ ହେବ ଲଘୁଚାପ, ପ୍ରଭାବରେ ଦୁଇଦିନ ପ୍ରବଳ ବର୍ଷିବ
  • ||
  • ରେଳ ଧାରଣାରୁ ମିଳିଲା ମନ୍ତ୍ରୀଙ୍କ ଭଣଜାଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଦେଶରେ ଉପରତଳ କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୧୫୮୧୫ କରୋନା ପଜିଟିଭ୍
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୩ କୋଭିଡ୍ ପଜିଟିଭ୍
  • ||
  • କନ୍ନଡ ଗାୟକ ଶିବମୋଗା ସୁବାନାଙ୍କ ଦେହାନ୍ତ, ୮୩ ବର୍ଷ ବୟସରେ ହୃଦଘାତରେ ପରଲୋକ
  • ||
  • ଲଘୁଚାପ ସକ୍ରିୟ : ଦୁଇ ଦିନ ଯାଏଁ ପ୍ରବଳ ବର୍ଷା, ଫୁଲୁଛି ବିଭିନ୍ନ ନଦୀ
  • ||

ମାଆ ହେବେ ନେହା କକ୍କର : ବିବାହର ମାତ୍ର ୨ମାସ ଭିତରେ ସୋସିଆଲ ମିଡିଆରେ ସେୟାର କଲେ ବେବି ବମ୍ପ ଫଟୋ

18/12/2020 at 11:47 AM

ମୁମ୍ବାଇ ୧୮/୧୨: ବଲିଉଡ ସିଙ୍ଗର ନେହା କକ୍କର ନିକଟରେ ନିଜ ପ୍ରଶଂସକଙ୍କୁ ଖୁସି ଖବର ଦେଇଛନ୍ତି। ନେହା ଖୁବ୍ ଶୀଘ୍ର ମା ହେବାକୁ ଯାଉଛନ୍ତି। ରୋହନପ୍ରୀତଙ୍କ ସହ କ୍ୟୁଟ୍ ଫଟୋ ସେୟାର କରି ନେହା ଏବିଷୟରେ ସୂଚନା ଦେଇଛନ୍ତି। ଫଟୋରେ ନେହା ବ୍ଲ୍ୟୁ ଡେନିମ୍ ଡଙ୍ଗରୀରେ ନଜର ଆସୁଛନ୍ତି। ଏହି ଫଟୋରେ ସେ ନିଜ ବେବି ବମ୍ପ୍ ଫ୍ଲଣ୍ଟ୍ କରୁଥିବା ନଜର ଆସିଛନ୍ତି। ଏହି ଫଟୋକୁ ସେୟାର କରି ନେହା କ୍ୟାପସନରେ ଲେଖିଛନ୍ତି – ‘#khayarakhyakar#’

ନେହା କକ୍କରଙ୍କ ଗର୍ଭାବସ୍ଥା ଖବରକୁ ତାଙ୍କ ପ୍ରଶଂସକ ବିଶ୍ବାସ କରିପାରୁ ନାହାନ୍ତି। ନେହା ପାଖାପାଖି ୨ମାସ ତଳେ ରୋହନପ୍ରୀତଙ୍କୁ ବିବାହ କରିଛନ୍ତି।

ପ୍ରଥମେ ହଠାତ୍ ବିବାହ ଘୋଷଣା କରି ନେହା ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଥିବାବେଳେ ଏବେ ଗର୍ଭବତୀ ଥିବାର ଘୋଷଣା କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛନ୍ତି।

ନେହା କକ୍କର ଅକ୍ଟୋବର ୨୪ରେ ରୋହନପ୍ରୀତଙ୍କ ସହ ବିବାହ କରିଥିଲେ।

   Related Posts