suno sunao
suno sunao
suno sunao
suno sunao
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବାଙ୍କୀ : ପଶ୍ଚିମା ଝଡ ପ୍ରଭାବ : ଭୁଶୁଡ଼ିଲା ବାଙ୍କୀ ସ୍ଵୟଂ ଶାସିତ ମହାବିଦ୍ୟାଳୟର ନବନିର୍ମିତ ଦର୍ଶକ ଗ୍ୟାଲେରୀ
  • ||
  • ଭୁବନେଶ୍ବର : ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୁଳିଆକୁ ଗଡିବ
  • ||
  • ଭୁବନେଶ୍ବର : ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
  • ||
  • ପୁରୀ : ପୁରୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜ : ବାଇକ୍‌ରେ ନିଆଁ ଲଗାଇଦେଲେ
  • ||
  • ବାଲିପାଟଣା : ‘ମୋ ପରିବାରର ମୋତେ ମାରିବାକୁ ଚେଷ୍ଟା କରୁଛନ୍ତି…’ ଏମିତି କିଛି ଭିଡିଓରେ କହି ଆତ୍ମହତ୍ୟା କଲେ ଯୁବକ !
  • ||
  • ୮୮ ତମ ପ୍ରତିଷ୍ଠା ଦିବସ ପାଳନ କରୁଛି ଓଡ଼ିଶା, ୧୯୩୬ରେ ଗଠନ ହୋଇଥିଲା ପ୍ରଥମ ଭାଷା ଭିତିକ ରାଜ୍ୟ
  • ||
  • ସୋର : ଦୁଇ ଦୁର୍ଘଟଣାରେ ୩ ଜଣ ଆହତ, ଉତ୍ତ୍ୟକ୍ତଲୋକଙ୍କ ରାସ୍ତାରୋକ
  • ||
  • କରଞ୍ଜିଆ : ଜଙ୍ଗଲରୁ ଗାଁକୁ ଚାଲିଆସିଥିଲା ହରିଣ, ଝୁଣି ମାରିଦେଲେ କୁକୁର ପଲ
  • ||
  • ବଲାଙ୍ଗୀର : ବଲାଙ୍ଗିର ଜାଲ୍ ସାର୍ଟିଫିକେଟ୍ ମାମଲାର ତଦନ୍ତ ଭାର ନେଲା କ୍ରାଇମବ୍ରାଞ୍ଚ, ଗଠନ ହେଲା ୨ଟି ଟିମ୍
  • ||
  • ପଶ୍ଚିମାଝଡର ପ୍ରଭାବ: ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଅସରାଏ ବର୍ଷାରେ ଭିଜିଲା ଟ୍ୱିନସିଟି
  • ||

ନେପାଳ ପ୍ରଧାନମନ୍ତ୍ରୀଙ୍କ ଟ୍ୱିଟର ଆକାଉଣ୍ଟ ହ୍ୟାକ୍‌, ହ୍ୟାକର୍ସ ଦେଲେ ଏହି ମେସେଜ୍‌

16/03/2023 at 8:12 AM

Nepal PM Pushpa Kamal Dahal

ନୂଆଦିଲ୍ଲୀ ୧୬।୦୩ : ନେପାଳ ପ୍ରଧାନମନ୍ତ୍ରୀଙ୍କ ଟ୍ୱିଟର ଆକାଉଣ୍ଟ ହ୍ୟାକ୍‌ । ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମାଲ ଦହାଲଙ୍କ ଅଫିସିଆଲ୍‌ ଟ୍ୱିଟର ହ୍ୟାଣ୍ଡେଲ (@PM_Nepal)କୁ ଗୁରୁବାର ଦିନ ସକାଳ ସମୟରେ ହ୍ୟାକ୍‌ କରାଯାଇଛି ।

ଖବର ଅନୁଯାୟୀ, ନେପାଳ ପ୍ରଧାନମନ୍ତ୍ରୀଙ୍କ ଟ୍ୱିଟର ଆକାଉଣ୍ଟ ହ୍ୟାକ୍‌ ପରେ ହ୍ୟାକର୍ସମାନେ ଡିଜିଟାଲ୍‌ କରେନ୍ସିଂକୁ ପ୍ରମୋଟ କରୁଥିବାର ଦେଖିବାକୁ ମିଳିଛି । ଏମିତିକି ପୁଷ୍ପ କମାଲ ଦହାଲଙ୍କ ନାଁ ବଦଳରେ Blur ଲେଖାଥିବା ଦେଖିବାକୁ ମିଳିଛି । ଏପିରିକି ଏକ ଡିଜିଟାଲ୍‌ କରେନ୍ସିଂ ଲେଖିଥିବା ଏକ ଟ୍ୱିଟ୍‌କୁ ମଧ୍ୟ ପିନ୍‌ କରାଯାଇଛି ।

ସେପଟେ ଏହି ଘଟଣା ପରେ ଆକ୍ସନକୁ ଆସିଥିଲେ ନେପାଳ ସରକାର । ତୁରନ୍ତ ଅଭିଯୋଗ ପରେ ଉକ୍ତ ଆକାଉଣ୍ଟକୁ ସାମୟିକ ଭାବେ ବନ୍ଦ କରାଯାଇଛି । କିନ୍ତୁ ଏବେ ଯାଏଁ ହେଲେ ଏହି ଘଟଣାରେ କୌଣସି ଅଧିକାରିକ ସ୍ପଷ୍ଟୀ କରଣ ଆସିନାହିଁ । ନେପାଳ ପ୍ରଧାନମନ୍ତ୍ରୀଙ୍କ ଟ୍ୱିଟର ଆକାଉଣ୍ଟରେ ଏବେ ୬୯୦.୧ ଫଲୋଅର୍ସ ଅଛନ୍ତି ।

   Related Posts