vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ଲାଲକିଲ୍ଲାରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ମେମୋରିଆଲର ଫାଉଣ୍ଡେସନ ଷ୍ଟୋନ୍ ସ୍ଥାପନ

21/10/2018 at 4:53 PM

ନୂଆଦିଲ୍ଲୀ ୨୧|୧୦: ଆଜାଦ ହିନ୍ଦ ଫୌଜର ୭୫ତମ ସ୍ଥାପନ ଦିବସ ଅବସରରେ ଲାଲକିଲ୍ଲାରେ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହା ସହ ଲାଲକିଲ୍ଲାରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ମେମୋରିଆଲର ଫାଉଣ୍ଡେସନ ଷ୍ଟୋନ୍ ସ୍ଥାପନ କରିଛନ୍ତି । କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଏବଂ ଶ୍ରାମତୀ ନନ୍ଦିନୀ ସତପଥୀ ମେମୋରିଆଲ ଟ୍ରଷ୍ଟ୍ ଏବଂ ଅନ୍ୟ ଅନୁଷ୍ଠାନ ତରଫରୁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏ ସଂପର୍କରେ ଅଧିକ ଆଲୋଚନା କରିବା ପାଇଁ ନ୍ୟୁଜ୍ ସେଭେନ ସହ କଥା ହୋଇଥିଲେ ଅଧ୍ୟକ୍ଷ ସୁପର୍ଣ୍ଣୋ ଶତପଥୀ।

   Related Posts