ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦୨୦-୨୨ରେ କୋଭିଡ଼ ନେଇଛି ୨୦ହଜାରରୁ ଅଧିକ ଜୀବନ, ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ଲିଖିତ ଉତ୍ତର
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିରେ ହାଜର ହେଲେ ହୋଟେଲ ମାଲିକ
  • ||
  • ଟାଙ୍ଗୀ : ଅଧୁରା ରହିଗଲା ଜଗା ଦର୍ଶନ, ଦୁର୍ଘଟଣାରେ ଚାଲିଗଲା ୪ ଜୀବନ
  • ||

ଶିଶୁ କନ୍ୟା ଉଦ୍ଧାର

10/12/2019 at 4:11 PM

କୃଷ୍ଣପ୍ରସାଦ  ୧୦/୧୨: ଫତେପୁର ଗାଁରୁ ଅଲୋଡା ଶିଶୁ କନ୍ୟା ଉଦ୍ଧାର ହୋଇଛି ।

କଦଳୀ ବାରିରୁ ଗାଁ ଲୋକେ ଶିଶୁ କନ୍ୟାକୁ ଉଦ୍ଧାର କରିଛନ୍ତି । ଶିଶୁ କନ୍ୟାକୁ କୃଷ୍ଣପ୍ରସାଦ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

   Related Posts