ଭୁବନେଶ୍ଵର, ୨୩।୧୦: ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୦୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୮୬୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
wp:html/wp:html wp:htmlCovid-19 Report For 22nd Oct
— I & PR Department, Odisha (@IPR_Odisha) October 23, 2022
New Positive Cases: 53
Of which 0-18 years: 7
In quarantine: 31
Local contacts: 22
(Details of local contacts will be shared by concerned District)
1. Balasore: 4
2. Bargarh: 1
3. Balangir: 2
4. Cuttack: 3
5. Deogarh: 1
6. Jagatsinghpur: 2
/wp:html7. Kalahandi: 1
— I & PR Department, Odisha (@IPR_Odisha) October 23, 2022
8. Khurda: 11
9. Mayurbhanj: 2
10. Nawarangpur: 1
11. Nayagarh: 1
12. Nuapada: 1
13. Puri: 5
14. Rayagada: 1
15. Sambalpur: 7
16. Sundargarh: 8
17. State Pool: 2
New recoveries: 65
Cumulative tested: 33778074
Positive: 1335861
Recovered: 1326170
Active case: 435
୧୬ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୧ ଜଣ, ସୁନ୍ଦରଗଡ଼ରୁ ୮ ଜଣ, ସମ୍ବଲପୁରରୁ ୭ ଜଣ, ପୁରୀରୁ ୫ ଜଣ, ବାଲେଶ୍ବରରୁ ୪ ଜଣ, କଟକରୁ ୩ ଜଣ, ବଲାଙ୍ଗୀର, ଜଗତସିଂହପୁର ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଁଏ, ବରଗଡ଼, ଦେବଗଡ଼, କଳାହାଣ୍ଡି, ନବରଙ୍ଗପୁର, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୮୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୩୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୬୧୭୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୭୭୮୦୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।